Sun. Nov 29th, 2026

Category: ଦେଶ ଖବର

ରାଜ୍ୟସଭା ସଭାପତିଙ୍କୁ ଆଙ୍ଗୁଳି ଦେଖାଇଲେ ଜୟା ବଚ୍ଚନ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟସଭା ସାଂସଦ ଜୟା ବଚ୍ଚନ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ସୋସିଆଲ ମିଡିଆରେ ସପାର ଏହି ନେତ୍ରୀଙ୍କୁ ତାଙ୍କ ବ୍ୟବହାର ପାଇଁ ଟ୍ରୋଲ କରାଯାଉଛି । ରାଜ୍ୟସଭା ସଭାପତି ଜଗଦୀପ ଧନଖଡଙ୍କୁ ଆଙ୍ଗୁଠି ଦେଖାଉଥିବା ଭିଡିଓ ଭାଇରାଲ…

୪ ହାଇକୋର୍ଟକୁ ମିଳିଲା ମୁଖ୍ୟ ବିଚାରପତି

ଶବ୍ଦ ଓଡିଶା ବ୍ୟୁରୋ: ଦେଶର ଚାରିଟି ହାଇକୋର୍ଟକୁ ରବିବାର ନୂଆ ମୁଖ୍ୟ ବିଚାରପତି ମିଳିଛି । ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ସୋନିଆ ଗିରିଧର ଗୋକାନୀଙ୍କୁ ନିଯୁକ୍ତି ମିଳିଛି । ଶୁକ୍ରବାର ତାଙ୍କୁ ଭାରପ୍ରାପ୍ତ ମୁଖ୍ୟ ବିଚାରପତି ଭାବେ…

ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡର ନୂଆ ରାଜ୍ୟପାଳ।

ଶବ୍ଦ ଓଡିଶା ବ୍ୟୁରୋ: ଛତିଶଗଡର ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ । ଏହାପୂର୍ବରୁ ସେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି…

କଣ ଆପଣଙ୍କ ନାଁରେ କେହି ଋଣ ନେଇପାରିବେ?

ଶବ୍ଦ ଓଡିଶା ବ୍ୟୁରୋ: ଏ ପ୍ରଶ୍ନ ଆପଣଙ୍କୁ ଟିକେ ଅଜବ ଲାଗୁଥିବ । କିନ୍ତୁ ଏଭଳି କିଛି ଦେଖିବାକୁ ମିଳୁଛି ଯେଉଁଠି ଆପଣଙ୍କ ପାନ କାର୍ଡକୁ ବ୍ୟବହାର କରି ଠକମାନେ ଲୋନ ନେଉଛନ୍ତି । ଉପଭୋକ୍ତାଙ୍କୁ ଏହି ବାବଦରେ ପରେ ଜାଣିବାକୁ…

ଡାକ୍ତର ବୀଣା ତିୱାରୀଙ୍କୁ ମିଳୁଛି ତୁର୍କୀର ଆଶୀର୍ବାଦ।

ଶବ୍ଦ ଓଡିଶା ବ୍ୟୁରୋ: ତୁର୍କୀରେ ଆସିଥିବା ଭୂମିକମ୍ପରେ ହଜାର ହଜାର ଲୋକଙ୍କ ଜୀବନ ଯାଇଛି । ଏହି ସଙ୍କଟ ମଧ୍ୟରେ ଭାରତ ସହଯୋଗର ହାତ ବଢାଇଛି । ସେନା ଏବଂ ଏନଡିଆରଏଫର ଟିମ ସେଠାରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଛନ୍ତି ।…

ବିବାଦ ପରେ ନିଷ୍ପତି ବଦଳିଲା ନିଷ୍ପତ୍ତି, ଗାଈକୁ ଆଲିଙ୍ଗନ ନୋଟିସ ପ୍ରତ୍ୟାହାର

ଶବ୍ଦ ଓଡିଶା ବ୍ୟୁରୋ: ଭାଲେଣ୍ଟାଇନ ଡେକୁ ନେଇ ପଶୁ କଲ୍ୟାଣ ବୋର୍ଡର ଅଜବ ଚିଠି ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହି ଚିଠିରେ ଆସନ୍ତା ୧୪ ତାରିଖକୁ ଗାଈ ଆଲିଙ୍ଗନ ଦିବସ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା…

ପ୍ରଳୟଙ୍କରୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୨୪,୦୦୦

ଶବ୍ଦ ଓଡିଶା ବ୍ୟୁରୋ: ତୁର୍କୀ ଓ ସିରିୟାରେ ପ୍ରଳୟଙ୍କରୀ ଭୂମିକମ୍ପରେ ୨୪ହଜାର ଟପିଲା ମୃତକଙ୍କ ସଂଖ୍ୟା । ଉଭୟ ତୁର୍କୀ ଏବଂ ସିରିୟା‌ରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ବି ଧ୍ବଂସାବଶେଷ ତଳେ ହଜାର ହଜାର…

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ସମେତ ଆଜି କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବ୍ଦମିଡ଼ିଆ ବ୍ୟୁରୋ:ଭୁବନେଶ୍ୱର ୧୧।୦୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସକାଳ ୯ଟା ୧୦ରେ ଶ୍ରୀଲିଙ୍ଗରାଜ ମନ୍ଦିର ପହଞ୍ଚି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ। ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରି ଜଳାଭିଷେକ…

ଭାରତରେ ୫୯ ଲକ୍ଷ ଟନ୍ ଲିଥିୟମ୍ ଭଣ୍ଡାର

ଲିଥିୟମ ପାଇଁ ଏବେ ଆଉ ଅନ୍ୟ ଦେଶ ଉପରେ ନିର୍ଭର କରିବାକୁ ପଡିବନି । କାରଣ ଭାରତରେ ପ୍ରଥମ ଥର ପାଇଁ ଜାମ୍ମୁ କାଶ୍ମୀରରେ ମିଳିଛି ୫୯ ଲକ୍ଷ ଟନ୍ ଲିଥିୟମ୍ ଭଣ୍ଡାର । ଲିଥିୟମ୍ ହେଉଛି ଏକ ଅଣ-ଲୌହ ଧାତୁ…

ଦିଲ୍ଲୀ ମହରୋଲିରେ ଜବରଦଖଲ ଉଚ୍ଛେଦ,ଡିଡିଏ ଭାଙ୍ଗିଲା ଲୋକଙ୍କ ଘର

ଦିଲ୍ଲୀ:ଦିଲ୍ଲୀ ସ୍ଥିତ ମହରୋଲି ଅଞ୍ଚଳରେ ଦିଲ୍ଲୀ ଉନ୍ନୟନ କର୍ତ୍ତୃପକ୍ଷ ଜବରଦଖଲକାରୀ ଉଚ୍ଛେଦ କରିବା ସହିତ ସସସ୍ତ୍ର ପୋଲିସ ବାହିନୀ ସହ ପହଞ୍ଚି କେତେକ ଫ୍ଲାଟକୁ ଜେସିବି ସାହାଯ୍ୟରେ ଭାଙ୍ଗି ଦିଆଯାଇଛି।ଏଭଳି ପରିସ୍ଥିରେ ସେଠାରେ ପହଞ୍ଚିଛନ୍ତି ଆମ ଆଦମୀ ପାର୍ଟିର ବିଧାୟକ ସୋମନାଥ…