1 min read
Popular Trending ଖେଳ ଦେଶ ଖବର ଦେଶ ବିଦେଶ

ଆଫଗାନିସ୍ତାନ କ୍ରିକେଟର ଗୁରବାଜଙ୍କ ଦରଦୀ ହୃଦୟ

ଆଫଗାନିସ୍ତାନ କ୍ରିକେଟର ଗୁରବାଜଙ୍କ ମହନୀୟତା । ଭୋର ୩ଟା ରାତିରେ ଯାଇ ଗରିବଙ୍କୁ ୫ଶହ ଟଙ୍କିଆ ନୋଟ ବାଣ୍ଟିଲେ ଆଫଗାନିସ୍ତାନର ଏହି କ୍ରିକେଟର । ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ୍ ରହମାନୁଲ୍ଲା ଗୁରବାଜ ଭୋର ୩ ରାତିରେ [more…]

0 min read
Latest Popular ଦେଶ ଖବର ଦେଶ ବିଦେଶ

ଦୀପାବଳିର ଶୁଭେଚ୍ଛା ଜଣାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ, ଦୀପାବଳୀ ପାର୍ଟିରେ ଯୋଗ ଦେଲେ ବଲିଉଡ୍‌ର ଏହି ଷ୍ଟାର୍‌

ଲଣ୍ଡନ,୧୧ା୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ୧୦ ଡାଉନିଂ ଷ୍ଟ୍ରିଟ୍‌ରେ ଏକ ଦୀପାବଳି ପାର୍ଟିର ଆୟୋଜନ କରିଥିଲେ। ଏହି ପାର୍ଟିରେ ଭାରତର ବହୁ ପ୍ରସିଦ୍ଧ ବ୍ୟକ୍ତିବିଶେଷ ଯୋଗ [more…]

1 min read
Latest Popular ଦେଶ ଖବର ଦେଶ ବିଦେଶ

ଦିଲ୍ଲୀ ପ୍ରଦୂଷଣ,ତୁରନ୍ତ ସମାଧାନ ପାଇଁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ

ଜାତୀୟ ରାଜଧାନୀ ନୂଆଦିଲ୍ଲୀ ଏବେ ବିଷ ବଳୟ ମଧ୍ୟରେ । ଚାରିଆଡ଼େ ଧୂଆଁ ଧୂଆଁ ପରିସ୍ଥିତି । ଦିଲ୍ଲୀର ବାୟୁ ଗୁଣାବତ୍ତା ଚିନ୍ତାଜନକ ସ୍ତରରେ ପହଞ୍ଚିଥିବା ବେଳେ ଏହି ମାମଲା ଉପରେ ଶୁଣାଣି କରି [more…]

1 min read
Latest Trending ଆଞ୍ଚଳିକ ଓଡ଼ିଶା ଦେଶ ଖବର ସହର

ଶତାଧିକ ନକ୍ସଲ ଜଙ୍ଗଲରେ ଲୁଚି ପଳାଇଥିବା ବେଳେ ,ଚିତ୍ର ଡ୍ରୋନ କ୍ୟାମେରାରେ କଏଦ

ପୁଲିସ୍‌- ନକ୍ସଲ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଲେ ନକ୍ସଲ। ଶତାଧିକ ନକ୍ସଲ ଜଙ୍ଗଲରେ ଲୁଚି ପଳାଇଥିବା ବେଳେ ତାର ଚିତ୍ର ଡ୍ରୋନ କ୍ୟାମେରାରେ କଏଦ ହୋଇଛି। ଛତିଶଗଡ ଗଙ୍ଗାଲୁରରେ ଘଟିଛି ଏହି ଘଟଣା। [more…]

1 min read
Latest ଦେଶ ଖବର ଦେଶ ବିଦେଶ

ଦିଲ୍ଲୀରେ ସାଂଘାତିକ ବାୟୁ ପ୍ରଦୂଷଣ

ଦିଲ୍ଲୀରେ ବାୟୁର ମାନ ସାଂଘାତିକ ଶ୍ରେଣୀରେ ରହିଛି। ସମଗ୍ର ଦିଲ୍ଲୀ ଏକ ଧୂଆଁର ଚଦର ତଳେ ରହିଥିବା ବେଳେ ଏଭଳି ସ୍ଥିତି ଆହୁରି କିଛିଦିନ ଲାଗି ରହିବ ବୋଲି ଜଣାପଡ଼ିଛି। ଗୋଟିଏ ପଟେ ବିଷ [more…]

0 min read
Latest ଦେଶ ଖବର ଦେଶ ବିଦେଶ

ଭୂମିକମ୍ପରେ ଦୋହଲିଲା ନେପାଳ,ସତୁରୀ ଟପିଲା ମୃତ୍ୟୁ ସଂଖ୍ୟା

ଭୟଙ୍କର ଭୂମିକମ୍ପରେ ଦୋହଲିଲା ନେପାଳ । ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ପଶ୍ଚିମ ନେପାଳରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହା ତୀବ୍ରତା ୬.୪ ରେକର୍ଡ କରାଯାଇଛି ।ଭୂକମ୍ପରେ ଏବେ [more…]

1 min read
Latest ଖେଳ ଦେଶ ଖବର ଦେଶ ବିଦେଶ

ମୁମ୍ବାଇ ଓ୍ବାଙ୍ଖଡେ ଷ୍ଟାଡିୟମରେ କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉଦଘାଟିତ

 ମୁମ୍ବାଇ ଓ୍ବାଙ୍ଖଡେ ଷ୍ଟାଡିୟମରେ ଉଦଘାଟନ ହେଲା କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି । ଏକ ଭରପୂର ଉତ୍ସବରେ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉଦଘାଟିତ ହୋଇଛି । ଭାରତ-ଶ୍ରୀଲଙ୍କା ମ୍ୟାଚ ପୂର୍ବରୁ କ୍ରିକେଟ ଲିଜେଣ୍ଡ [more…]

1 min read
Latest ଦେଶ ଖବର ଦେଶ ବିଦେଶ

ଇଡିରେ ହାଜର ହେବେ କେଜ୍ରିୱାଲ, ତା’ ପୂର୍ବରୁ ମାଗିଲେ ଅଧିକ ସମୟ

ଆଜି ଇଡିରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମଦ ଦୁର୍ନୀତି ମାମଲାରେ ହାଜର ହେବାକୁ କେଜ୍ରିୱାଲଙ୍କୁ ଗତ ୩୦ ତାରିଖରେ ସମନ୍ ଜାରି କରିଥିଲା ED।। ତେବେ ହାଜର ହେବା [more…]

1 min read
Latest ଓଡ଼ିଶା ଦେଶ ଖବର ଦେଶ ବିଦେଶ ସହର

ଜାମ୍ମୁ କାଶ୍ମୀର ପୋଲିସର ମହା ନିର୍ଦ୍ଦେଶକ ଓଡ଼ିଆ ପୁଅ ରଶ୍ମୀ ରଞ୍ଜନ

ଜାମ୍ମୁ କାଶ୍ମୀର ପୋଲିସର ମହା ନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଓଡ଼ିଆ ପୁଅ ରଶ୍ମୀ ରଞ୍ଜନ ସ୍ବାଇଁ । ଦିଲବାଗ ସିଂଙ୍କ ସ୍ଥାନରେ ଶ୍ରୀ ସ୍ବାଇଁ ଡିଜିପି ଭାବେ ଦାୟିତ୍ବ ନେଇଛନ୍ତି । [more…]

1 min read
Latest ଦେଶ ଖବର ଦେଶ ବିଦେଶ

ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌ରେ ଗୋଟିଏ ପରିବାରର ୪୨ ମୃତ

ଇସ୍ରାଏଲ ଯୁଦ୍ଧ ଯେତିକି ଆଗେଇ ଚାଲୁଛି, ସେତିକି ଭୟାନକ ଚିତ୍ର ଓ ଖବର ସାମନାକୁ ଆସୁଛି। ଯୁଦ୍ଧର କଳାବାଦଲରେ ଶେଷ ହୋଇଯାଇଛି ଗୋଟିଏ ପରିବାରର ତିନି ପିଢି। ଗାଜା ଷ୍ଟ୍ରିପରେ ଇସ୍ରାଏଲ ସେନା ଘନଘନ [more…]