ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ-ଅଧ୍ୟାପିକା ଉନ୍ନତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର AIU-ଏକାଡେମିକ୍ ଏବଂ ଆଡ୍ମିନିଷ୍ଟ୍ରେଟିଭ ଡେଭଲପ୍ମେଂଟ ସେଂଟର (AIU-AADC)), ଲାଇବ୍ରେରୀ ଏବଂ ସୂଚନା ବିଜ୍ଞାନ ବିଭାଗ ଓ ଆସୋସିଏସନ୍ ଅଫ୍ ଇନ୍ଡିଆନ୍ ୟୁନିଭରସିଟିସ୍ (AIU), ନୂଆଦିଲ୍ଲୀର ମିଳିତ ସହଯୋଗରେ ଆଜିଠାରୁ “ଶିକ୍ଷାଦାନ ଏବଂ ଅନୁସନ୍ଧାନ ପାଇଁ ମୁକ୍ତ ଉତ୍ସ ସଫ୍ଟୱେର୍…