ଫିଫା-ଏଆଇଏଫ୍ଏଫ୍ ଟ୍ୟାଲେଣ୍ଟ ଏକାଡେମୀ ଉଦ୍ଘାଟିତ
ଭାରତୀୟ ଫୁଟ୍ବଲ ଇତିହାସରେ ମଙ୍ଗଳବାର ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଭାରତ-କାତାର ଫିଫା ବିଶ୍ୱକପ୍ ୨୦୨୬ ଓ ଏଏଫ୍ସି ଏସିଆନ କପ୍ ୨୦୨୭ କ୍ୱାଲିଫାୟର୍ସ ରାଉଣ୍ଡ-୨ ମ୍ୟାଚ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫିଫା-ଏଆଇଏଫ୍ଏଫ୍ ଟ୍ୟାଲେଣ୍ଟ ଏକାଡେମୀ…
କଳିଙ୍ଗରେ ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ: ଭାରତକୁ ୩-୦ ଗୋଲ୍ରେ ହରାଇଲା କତାର
କଳିଙ୍ଗ ଷ୍ଟାଡିୟମ୍ରେ ଭାରତ ଓ କତାର ମଧ୍ୟରେ ବିଶ୍ୱକପ୍ ୨୦୨୬ ଓ ଏଏଫ୍ସି କପ୍ ୨୦୨୭ ଲାଗି ଯୋଗ୍ୟତା ପର୍ଯ୍ୟାୟ ପାଇଁ ଖେଳାଯାଉଥିବା ମ୍ୟାଚ୍ରେ ଭାରତକୁ ୩-୦ ଗୋଲରେ ହରାଇଛି କତାର। କାତାର ପ୍ରଥମରୁ ହିଁ ଆକ୍ରମଣାତ୍ମକ ଭାବରେ ଖେଳ ପ୍ରଦର୍ଶନ…
ମହମ୍ମଦ ସାମି ଭାବବିହ୍ୱଳ ସୋସିଆଲ ମିଡିଆ ପୋଷ୍ଟ
ବିଶ୍ବକପ ୨୦୨୩ ଭାରତରେ ଅନୁଷ୍ଠିତ ହୋଇଥିଲେ ସୁଦ୍ଧା ଘରୋଇ ଦଳ ହାତରୁ ଟ୍ରଫି ଚାଲିଯାଇଛି । ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରେ ଦଳ ଭଲ ପ୍ରଦର୍ଶନ କରିଥିଲେ ସୁଦ୍ଧା ଫାଇନାଲରେ ପ୍ରଂଶସକଙ୍କୁ ନିରାଶ କରିଥିଲେ । ଭାରତର ପରାଜୟକୁ ନେଇ ସବୁଠି ଚର୍ଚ୍ଚା ଆରମ୍ଭ…
ବିଶ୍ୱକପ୍ କ୍ରିକେଟ୍ ଫାଇନାଲ୍ ମ୍ୟାଚ୍ ପୂର୍ବରୁ ଭାରତୀୟ ବାୟୁ ସେନା କରିବ ଏୟାର ଶୋ
ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆସନ୍ତା ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ୍। ସେହିଦିନ ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ଭାରତୀୟ ବାୟୁ ସେନା ପକ୍ଷରୁ ସେଠାରେ ଏକ ଏୟାର ଶୋ’ କରାଯିବ। ଗୁଜରାଟ…
ଶତକରେ ବିରାଟଙ୍କ ଅର୍ଦ୍ଧ ଶତକ,ଭାଙ୍ଗିଲେ ସଚୀନଙ୍କ ସର୍ବକାଳୀନ ରେକର୍ଡ
??????????! ?? Virat Kohli surpasses the legendary Sachin Tendulkar and now has the most centuries in Men's ODIs ??#TeamIndia | #CWC23 | #MenInBlue | #INDvNZ | @imVkohli pic.twitter.com/230u7JAxcJ — BCCI…
ଫୁଟବଲରେ ଚମକିବ ଓଡ଼ିଶା,ନଭେମ୍ବର ୨୧ରେ ଭୁବନେଶ୍ବରଲେ ପ୍ରତିଷ୍ଠା ହେବ ଫିଫା ଏକାଡେମୀ
ହକି ପରେ ଫୁଟବଲରେ ଚମକିବ ଓଡ଼ିଶା। ନଭେମ୍ବର ୨୧ରେ ଭୁବନେଶ୍ବରଲେ ପ୍ରତିଷ୍ଠା ହେବ ଅଲ୍ ଇଣ୍ଡିଆ ଫୁଟବଲ୍ ଫେଡେରସନ୍-AIFF- ଫିଫା ଏକାଡେମୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଟବଲର ବିକାଶ ପାଇଁ ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।…
ଖୋ ଖୋ ଉଚ୍ଚ ପ୍ରଦର୍ଶନ କେନ୍ଦ୍ର ପ୍ରତିଷ୍ଠା ପାଇଁ AMNS ଭାରତ ସହିତ MOU ସ୍ୱାକ୍ଷର କଲା ଓଡ଼ିଶା
ଖୋ ଖୋ ଉଚ୍ଚ ପ୍ରଦର୍ଶନ କେନ୍ଦ୍ର ପ୍ରତିଷ୍ଠା ପାଇଁ AMNS ଭାରତ ସହିତ ଓଡିଶା MOU ସ୍ୱାକ୍ଷର କରିଛି | ଖୋ ଖୋ ପରି ଆମର ଦେଶୀ କ୍ରୀଡାକୁ ସମର୍ଥନ କରିବାକୁ ଓଡିଶା ପ୍ରତିବଦ୍ଧ :ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ମୁମ୍ବାଇ ଓ୍ବାଙ୍ଖଡେ ଷ୍ଟାଡିୟମରେ କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉଦଘାଟିତ
ମୁମ୍ବାଇ ଓ୍ବାଙ୍ଖଡେ ଷ୍ଟାଡିୟମରେ ଉଦଘାଟନ ହେଲା କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି । ଏକ ଭରପୂର ଉତ୍ସବରେ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉଦଘାଟିତ ହୋଇଛି । ଭାରତ-ଶ୍ରୀଲଙ୍କା ମ୍ୟାଚ ପୂର୍ବରୁ କ୍ରିକେଟ ଲିଜେଣ୍ଡ ତେନ୍ଦୁଲକରାଙ୍କ ଲାଇଫ-ସାଇଜ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ…