Wed. Oct 14th, 2026

Category: ଖେଳ

ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କା ପୁରସ୍କାର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏସୀୟ ମହିଳା ହକି ବ୍ରୋଞ୍ଜ ବିଜୟୀ ଦୀପଗ୍ରେସ ପାଇଁ ପୁରସ୍କାର ଘୋଷଣା ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ତମ ଏସୀୟ କ୍ରୀଡ଼ାରେ ଭାରତର କ୍ରୀଡ଼ାବିତମାନେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି । ଏହି ଇଭେଣ୍ଟର…

ଅଶ୍ୱ ଚାଳନାରେ ଭାରତକୁ ସ୍ୱର୍ଣ୍ଣ ପଦକ

୧୯ତମ ଏସିଆନ ଗେମ୍ସରେ ଇତିହାସ ରଚିଛି ଭାରତ। ୪୧ ବର୍ଷ ପରେ ପ୍ରଥମଥର ପାଇଁ ଭାରତକୁ ଅଶ୍ୱ ଚାଳନାରେ ମିଳିଛି ସ୍ୱର୍ଣ୍ଣ। ୧୯୮୨ ଠାରୁ ଏଯାଏ ଭାରତ କେବେ ହେଲେ ଅଶ୍ୱ ଚାଳନାରେ ସ୍ୱର୍ଣ୍ଣ ପଦକ ଜିତି ନଥିଲା। ହେଲେ ଆଜି…

ଭାରତ-ପାକିସ୍ତାନ ମୁକାବିଲା: ପୁଣି ବ୍ୟାଟିଂ କରିବେ କୋହଲି ଓ କେଏଲ ରାହୁଲ

ଶବ୍ଦ ଓଡିଶା ବ୍ୟୁରୋ: ଏସିଆ କପର ହାଇଭୋଲଟେଜ୍ ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିଛି ବର୍ଷା । ଟୁର୍ଣ୍ଣାମେଣ୍ଟରେ ଦ୍ୱିତୀୟ ଥର ପାଇଁ ଦୁଇ ଟିମ ମୁହାଁମୁହିଁ ହୋଇଥିଲେ । କିନ୍ତୁ ପ୍ରଥମ ମ୍ୟାଚ ଭଳି ଗତକାଲି ଖେଳାଯାଇଥିବା ମ୍ୟାଚ ବର୍ଷା ଯୋଗୁଁ…

ଏସିଆ କପର ସୁପର-୪, ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀଲଙ୍କା କଲମ୍ବୋରେ ଏସିଆକପର ସୁପର-୪ ମ୍ୟାଚରେ ଚିର ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ । ଭାରତୀୟ ସମୟ ଦିନ ୩ଟାରେ ଏହି ମ୍ୟାଚ ଖେଳାଯିବ । ଦୁଇଦେଶ ମଧ୍ୟରେ ଏସିଆ କପର ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ପ୍ରଥମ…

ଏସିଆ କପ: ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ : ଏସିଆ କପର ଆଜି ମହାମୁକାବିଲା, ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ । ହାଇଭୋଲଟେଜ ମ୍ୟାଚ ଦେଖିବାକୁ ଉଭୟ ଦେଶର କ୍ରିକେଟ ପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଶ୍ରୀଲଙ୍କାର…

ଭାରତ-ପାକିସ୍ତାନ ମ୍ୟାଚ ସମେତ ୯ ମ୍ୟାଚରେ ପରିବର୍ତ୍ତନ 

ଶବ୍ଦ ଓଡିଶା ବ୍ୟୁରୋ: ଭାରତରେ ହେବାକୁ ଥିବା ଦିନିକିଆ ବିଶ୍ୱକପ ଆସନ୍ତା ଅକ୍ଟୋବର ୫ରୁ ଖେଳାଯିବ । ଏହାର ଫାଇନାଲ ନଭେମ୍ବର ୧୯ରେ ଅନୁଷ୍ଠିତ ହେବ । ଆଇସିସି ବର୍ତ୍ତମାନ ନୂଆ ଖେଳସୂଚୀ ଜାରିକରିଛି । ସୂଚୀ ଅନୁସାରେ ଭାରତ-ପାକିସ୍ତାନ ମ୍ୟାଚ…

ବିଶ୍ୱକପ ଖେଳିବାକୁ ଭାରତ ଗସ୍ତରେ ଆସିବ ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ: ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ କ୍ରିକେଟ ବିଶ୍ୱକପ ଖେଳାଯିବ । ଟୁର୍ଣ୍ଣାମେଣ୍ଟରେ ଭାଗନେବା ପାଇଁ ପାକିସ୍ତାନ ଦଳ ଭାରତ ଗସ୍ତରେ ଆସିବ । ଏହାକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ ନିଜ ସରକାରର ମଞ୍ଜୁରୀକୁ ଅପେକ୍ଷା…

ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା ହୋଇଛି । ବହୁତ ଦିନ ପରେ ଦଳକୁ ଫେରିଛନ୍ତି ଭାରତୀୟ ଷ୍ଟାର ବୋଲର ଯଶପ୍ରୀତ ବୁମରାହ । ଏହି ଟି-୨୦ ସିରିଜରେ ଭାରତ ପାଇଁ ବୁମରାହ ଅଧିନାୟକ ଦାୟିତ୍ୱ ତୁଲାଇବେ…

୨୦୨୪ ଟି-୨୦ ବିଶ୍ୱକପ ପାଇଁ ତାରିଖ ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଆଗାମୀ ଟି-୨୦ ବିଶ୍ୱକପ ୨୦୨୪ ପାଇଁ କାର୍ଯ୍ୟସୂଚୀ ସାମ୍ନାକୁ ଆସିଛି । ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳଯିବା ଟୁର୍ଣ୍ଣାମେଣ୍ଟ । ଆସନ୍ତ ଜୁନ ୪ ତାରିଖରୁ ୩୦ ତାରିଖରେ ମଧ୍ୟରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରଯିବ । ମୋଟ…

ପଡିଆରେ ନଜର ଆସିବେ ନାହିଁ ନିରଜ ଚୋପ୍ରା, ପଢନ୍ତୁ କାହିଁକି…

ଶବ୍ଦ ଓଡିଶା ବ୍ୟୁରୋ: ନିରଜ ଚୋପ୍ରା ଗତ କିଛି ଦିନ ତଳେ ଲୁସେନରେ ଡାଇମଣ୍ଡ ଲିଗ୍ ଜିତିଥିଲେ । ଏହା ପରେ ସାରା ଦେଶରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ତେବେ ସେ କିଛି ଦିନ ପାଇଁ ଗାଏବ…