ପୁରୀରେ ୩ ଦିନିଆ ସୁଟିଂବଲ ଚମ୍ପିୟାନସିପ ଉଦଘାଟିତ
ଶବ୍ଦ ଓଡିଶା ବ୍ୟୁରୋ:ପୁରୀ ଝାଡେଶ୍ୱରୀ କ୍ଲବ ପରିସରରେ ୩ ଦିନିଆ ସୁଟିଂବଲ ଚମ୍ପିୟାନସିପ ଆରମ୍ଭ ହୋଇଛି। ଜାତୀୟ ସୁଟିଂବଲ ଫେଡେରେସନ ଅଫ ଇଣ୍ଡିଆ ପକ୍ଷରୁ ଓଡିଶା ସୁଟିଂବଲ ଆସୋସିଏସନ ଜୋନ ୩ର ଏହି ପ୍ରତିଯୋଗିତା ଆୟୋଜନ ପାଇଁ ଅନୁମତି ମିଳିଥିଲା। ଓଡ଼ିଶା…