Thu. Oct 15th, 2026

Category: ଖେଳ

ଆଜିଠାରୁ ମହିଳା ପ୍ରିମିୟର ଲିଗ୍ : ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଜାଏଣ୍ଟସ ଉଦଘାଟନୀ ମ୍ୟାଚ୍

ଶବ୍ଦ ଓଡ଼ିଶା ବ୍ୟୁରୋ: ଆଜିଠାରୁ ମହିଳା ପ୍ରିମିୟର ଲିଗ୍ । ୨୩ ଦିନିଆ ଏହି ପ୍ରତିଯୋଗିତାରେ ଭାଗ ନେଉଥିବା ୫ ଦଳ ଗୁଜରାଟ ଜାଏଣ୍ଟସ୍‌, ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ୟୁପି ୱାରିୟର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପର ମଧ୍ୟ‌ରେ…

ଆଜି ଠାରୁ ଭାରତ-ଅଷ୍ଟ୍ରେଲିଆ ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ ମ୍ୟାଚ

ଶବ୍ଦଓଡ଼ିଶା ବ୍ୟୁରୋ:ଆଜିଠାରୁ ଆରମ୍ଭ ହେଉଛି ଅଷ୍ଟ୍ରେଲିଆ-ଭାରତ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ।ପ୍ରଥମ ଦୁଇଟି ମ୍ୟାଚ ଟିମ ଇନ୍ଦୁଆ ଜିତିବା ସହ ୨-୦ ରେ ଆଗୁଆ ରହିଛି।ତେବେ ଏହି ମ୍ୟାଚଟି ଟିମ ଇଣ୍ଡିଆ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ।ଏହି ଟେଷ୍ଟ ଟିମ…

ଆସନ୍ତାକାଲି ଅଷ୍ଟ୍ରେଲିଆ-ଭାରତ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ

ଶବ୍ଦଓଡ଼ିଶା ବ୍ୟୁରୋ:ଆସନ୍ତାକାଲି ଠାରୁ ଆରମ୍ଭ ହେବ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ତୃତୀୟ ମୁକାବିଲା । ପାଖା ପାଖି ସପ୍ତାହେ ଧରି ବିଶ୍ରାମ ନେବା ପରେ ଭାରତୀୟ ଦଳ ବିଦ୍ଧି ବଦ୍ଧ ଭାବେ ଅଭ୍ୟାସ ଆରମ୍ଭ କରିଛି । ପ୍ରଥମ ଅଭ୍ୟାସ…

ମହିଳା ଟ୍ବେଣ୍ଟି-୨୦ ବିଶ୍ୱକପ : ଦକ୍ଷିଣଆଫ୍ରିକାକୁ ହରାଇ ବିଶ୍ୱବିଜେତା ହେଲା ଅଷ୍ଟ୍ରେଲିଆ

ଶବ୍ଦମିଡ଼ିଆ ବ୍ୟୁରୋ: ଅଷ୍ଟ୍ରେଲିଆ ମହିଳା ଟି-ଟ୍ୱେଂଟି ବିଶ୍ୱକପ ବିଜୟୀ ହୋଇଛି । ଦକ୍ଷିଣ ଆଫ୍ରିକାର କ୍ୟାପଟାଉନରେ ଖେଳାଯାଇଥିବା ଫାଇନାଲରେ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକାକୁ ୧୯ ରନରେ ହରାଇଛି । ଅଷ୍ଟ୍ରେଲିଆ ବିଜୟରେ ବେଥ ମୁନି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।…

କୋହଲି କହିଲେ ମୁଁ ବିଫଳ,ଧୋନି ସଫଳ ଅଧିନାୟକ

ଶବ୍ଦମିଡ଼ିଆ ବ୍ୟୁରୋ:ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି।ନିଜ ପ୍ରସଙ୍ଗରେ ବିବୃତ୍ତି ରଖିଛନ୍ତି।ଭାରତୀୟ ଦଳରେ ତାଙ୍କର ଅଧିନାୟକତ୍ୱ ସମୟର କଥା କହିବାକୁ ଯାଇ ବିରାଟ କିଛି କଥା କହିଛନ୍ତି।ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ନିଜକୁ ଜଣେ…

ସେମିଫାଇନାଲ୍‌ରେ ହାରିଗଲା ଭାରତ

ଶବ୍ଦମିଡ଼ିଆ ବ୍ୟୁରୋ: ଟି-୨୦ ମହିଳା ବିଶ୍ୱକପ୍‌ର ଫାଇନାଲ୍‌ରେ ପହଞ୍ଚିବାରେ ବିଫଳ ହୋଇଛି ଭାରତୀୟ ଦଳ। ଗୁରୁବାର ଖେଳା ଯାଇଥିବା ସେମି ଫାଇନାଲ୍ ମ୍ୟାଚ୍‌ରେ ଦଳ ଅଷ୍ଟ୍ରେଲିଆ ଠାରୁ ୫ ରନ୍‌ରେ ପରାସ୍ତ ହୋଇଛି। ୧୭୩ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା…

ମହିଳା ଟି-୨୦ ବିଶ୍ୱକପ: ସେମିଫାଇନାଲରେ ଟିମ୍ ଇଣ୍ଡିଆ

ଶବ୍ଦ ଓଡିଶା ବ୍ୟୁରୋ: ଟିମ୍ ଇଣ୍ଡିଆ ମହିଳା ଟି-୨୦ ବିଶ୍ୱକପ୍ ସେମିଫାଇନାଲରେ । ଗ୍ରୁପ୍-୨ରୁ ଇଂଲଣ୍ଡ ପରେ ଭାରତ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲକୁ ଯାଇଛି । ଡକୱର୍ଥ ଲୁଇସ୍ ନିୟମ ବଳରେ ଭାରତ ଆୟରଲାଣ୍ଡ ୫ ରନରେ ହରାଇ ଦେଇଛି…

ନାଗପୁରରେ ଟେଷ୍ଟ: ଅଷ୍ଟ୍ରେଲିଆ ଓ ଭାରତ ଭିତରେ କଡା ମୁକାବିଲା

ଶବ୍ଦ ଓଡିଶା ବ୍ୟୁରୋ: ଭାରତ-ଅଷ୍ଟ୍ରେଲିଆ ବର୍ଡର ଗାଭାସ୍କର ଟେଷ୍ଟ ସିରିଜ ଆରମ୍ଭ ହୋଇଯିବ । ନାଗପୁରରେ ପ୍ରଥମ ମ୍ୟାଚ ଆରମ୍ଭ ହୋଇଛି। ନମ୍ବର ୱାନ ଅଷ୍ଟ୍ରେଲିଆ ଓ ନମ୍ବର ୨ ଭାରତ ଭିତରେ କଡା ମୁକାବିଲା ଦେଖିବାକୁ ମିଳିଛି । ଏହି…

ଭାରତ-ନ୍ୟୁଜିଲାଣ୍ଡ ଶେଷ ଟି-୨୦ ମ୍ୟାଚ୍, ଅହମଦାବାଦରେ ଖେଳାଯିବ ମ୍ୟାଚ

ଶବ୍ଦ ଓଡିଶା ବ୍ୟୁରୋ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ଖେଳାଯିବ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ । ମ୍ୟାଚଟି ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ । ସିରିଜର ପ୍ରଥମ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ୨୧ ରନରେ ଜିତିଥିଲା…

ବିଶ୍ୱକପରୁ ବିଦା ପରେ କୋଚ୍ ପଦରୁ ଗ୍ରାହାମ ରିଡଙ୍କ ଇସ୍ତଫା।

ଶବ୍ଦ ଓଡିଶା ବ୍ୟୁରୋ: ହକି ବିଶ୍ୱକପରେ ଭାରତର ବିଫଳତା ପରେ ଇସ୍ତଫା ଦେଇଛନ୍ତି କୋଚ୍ ଗ୍ରାହାମ ରିଡ୍ । ନିଜର ଇସ୍ତଫା ପତ୍ର ସେ ହକି ଇଣ୍ଡିଆ ସଭାପତି ଡ. ଦିଲୀପ ତିର୍କୀଙ୍କୁ ପ୍ରଦାନ କରିଛନ୍ତି । ଓଡିଶାରେ ଖେଳାଯାଇଥିବା ବିଶ୍ୱକପରେ…