ଓସ୍କାର ସଫଳତାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆନ୍ତର୍ଜାତୀୟ ସ୍ତରରେ ନାଁ ରଖିଛି ଭାରତ। ଓସ୍କାର ରେସରେ ହାତେଇଛି ସଫଳତା। ନାଟୁ ନାଟୁ ଗୀତକୁ ଓସ୍କାର ମିଳିବା ପରେ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମ୍ୟୁଜିକ କମ୍ପୋଜର, ଲିରିସିଷ୍ଟ, ନିର୍ଦ୍ଦେଶକ ଓ ପୁରା ଟିମ୍କୁ ଶୁଭକାମନା…