ଗଜେନ୍ଦ୍ର ବନାମ ରାହୁଲ
କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ସୋମବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଗାନ୍ଧୀ ପରିବାର ନିଜକୁ ସମସ୍ତଙ୍କଠାରୁ ଅଲଗା ଏବଂ ସମ୍ବିଧାନଠାରୁ ଊର୍ଦ୍ଧ୍ୱରେ ବିବେଚନା କରନ୍ତି। ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ କରିବାରେ ଭାଜପା କିମ୍ବା…