ଏଚଏଲଏଲ କମ୍ପାନୀ ଦ୍ୱାରା ଦିଲ୍ଲୀର ଏମ୍ସକୁ ଦିଆଗଲା ୧୪ଟି ସାନିଟାରୀ ପ୍ୟାଡ୍ ମେସିନ୍
ଦିଲ୍ଲୀର ଏମ୍ସକୁ ଦିଆଗଲା ୧୪ଟି ସାନିଟାରୀ ପ୍ୟାଡ୍ ମେସିନ୍। ଏଚଏଲଏଲ କମ୍ପାନୀ ଏହି ମେସିନ୍ ଦେଇଥିବା ସୂଚନା ରହିଛି। ଦିଲ୍ଲୀର ଏଆଇଏମ୍ଏସ୍ ହସ୍ପିଟାଲର ନିର୍ଦ୍ଦେଶକ ଡକ୍ଟର ଏମ୍ ଶ୍ରୀନିବାସଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ କରାଯାଇଥିଲା। [more…]