ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ
ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ତାଳଧ୍ୱଜ ରଥ ଏବଂ ନନ୍ଦିଘୋଷ ରଥର ଆଗଆଣି ‘ଢମକ’ ପଡିବା ସହ ଦର୍ପଦଳନ ରଥର ଆଗଆଣି ଏବଂ ପଛଆଣି ଢମକ ପଡି କଣ୍ଟା ବାଡ଼ିଆ ଶେଷ ହୋଇଛି। ଏହି ଢମକ ଚାରିନାହାକାର…
ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ତାଳଧ୍ୱଜ ରଥ ଏବଂ ନନ୍ଦିଘୋଷ ରଥର ଆଗଆଣି ‘ଢମକ’ ପଡିବା ସହ ଦର୍ପଦଳନ ରଥର ଆଗଆଣି ଏବଂ ପଛଆଣି ଢମକ ପଡି କଣ୍ଟା ବାଡ଼ିଆ ଶେଷ ହୋଇଛି। ଏହି ଢମକ ଚାରିନାହାକାର…
ଚାଲିଛି ଅଣସର ଵିଧି। ମହାପ୍ରଭୁଙ୍କ ସ୍ଥାନରେ ପଟି ଦିଅଁ ପୂଜା ହେଉଛନ୍ତି l ବଡ଼ବାଡ଼ ମଣିମାଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ମଝିବାଡ଼ଙ୍କ ସ୍ଥାନରେ ଦେବୀ ଭୁବନେଶ୍ୱରୀ, ସାନବାଡ଼ଙ୍କ ସ୍ଥାନରେ ଶ୍ରୀ ଅନନ୍ତନାରାୟଣ ପୂଜିତ ହେଉଛନ୍ତି l ଅନନ୍ତ ବାସୁଦେବଙ୍କ ସହ ରାମକୃଷ୍ଣ,…
ଆଜି ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ ଘଟିଛି। ସ୍ନାନ ମଣ୍ଡପ ଚକଡ଼ାରେ ରକ୍ତ ଛିଟା ପଡ଼ିଥିବା ଜଣେ ଜେଟିପି ଦେଖିଥିଲେ। କୌଣସି ସେବାୟତଙ୍କ ଠାରୁ ଏହି ରକ୍ତ ଛିଟା ଲାଗିଥିବା ଆଶଙ୍କା କରାଯାଉଛି। ତେବେ ରକ୍ତ ଛିଟା ପଡ଼ିଥିବାରୁ…
ଆସନ୍ତାକାଲି ସକାଳେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିବେ ଚତୁର୍ଦ୍ଧା ବିଗ୍ରହ । ପବିତ୍ର ଦେବସ୍ନାନ ପୁର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ତିନି ଠାକୁର । ଏହି ଅବସରରେ ମହାପ୍ରଭୁ ହାତୀବେଶ ବା ଗଜାନନ ବେଶରେ…
ଜଗତର ନାଥ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଶବରଲୀଳା ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ପ୍ରତିବର୍ଷ ପରି ଜାତୀୟ ଲୋକମେଳା ୨୦୨୩ ଚଳିତ ମେ ମାସ ୩୦ ତାରିଖ ଠାରୁ ଜୁନ୍ ମାସ ୩ ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ଓ ଚତୁର୍ଦ୍ଧଶ…
ଜୁନ୍ ୪ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏହାକୁ ନଜରରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ଓ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଶୁକ୍ରବାର ପୁରୀ ଏସପି ଡ଼॰ କେ ଵିଶାଲ ସିଂ ବରିଷ୍ଠ ଅଧିକାରୀଙ୍କ…
ପୁରୀରେ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ସିଂହଦ୍ୱାରର କରାଯିବ ରୂପା ଛାଉଣୀ। ବାହୁଡ଼ା ପୂର୍ବରୁ ଏହି କାର୍ଯ୍ୟ ସାରିବା ପାଇଁ ଲକ୍ଷ ରଖିଛି ଶ୍ରୀମନ୍ଦିର ପ୍ରଶାସନ। ତେବେ ଏହି ସମୟରେ ସେବାୟତଙ୍କ ଯିବା ଆସିବା ଓ ନୀତିକାନ୍ତି ସମ୍ପାଦନ ପାଇଁ ଅସ୍ଥାୟୀ ସିଂହଦ୍ଵାର…
ଶ୍ରଦ୍ଧା ଶ୍ରୀକ୍ଷେତ୍ର ରାୟଗଡରେ ବିଜେ ମହାପ୍ରଭୁ ଶ୍ରୀଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷ ଯାତ୍ରା ଓ ବାହୁଡା଼ ଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଭାରପ୍ରାପ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଏହି ବୈଠକର ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ…
ମହାପ୍ରଭୁଙ୍କ ରଥ ନିର୍ମାଣରେ ଲାଗିଛନ୍ତି ରଥ ନିର୍ମାଣକାରୀ ସେବକ। ରଥଖଳାରେ ତିନିରଥର ମହାରଣା ମାନଙ୍କ ଦ୍ୱାରା ଗରଗରା, ଚଉଦ ନାହାକା, ଚାରି ନାହାକା ଏବଂ ପାଞ୍ଚ ଦଣ୍ଡା ନିର୍ମାଣ ଆଗେଇ ଚାଲିଥିବା ବେଳେ ତିନି ରଥର ରୂପକାର ସେବକଙ୍କ ଦ୍ଵାରା କୋଣ…
ବଡ଼ଦାଣ୍ଡରେ ସିସିଟିଭି ସବୁଠି କାର୍ଯ୍ୟ କରୁନାହିଁ। ଜୁନ୍ ୨୦ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି । ସେହିପରି ଆଉ କିଛି ଦିନ ପରେ ଅର୍ଥାତ ଜୁନ୍ ୪ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଦର୍ଶନ ପାଇଁ ହଜାର…