1 min read
Latest Trending ଓଡ଼ିଶା ଦେଶ ଖବର ଦେଶ ବିଦେଶ

ଭାରତର ଜାତୀୟ ପତାକା ତ୍ରିରଙ୍ଗାର ମହତ୍ତ୍ଵ

ଭାରତର ଜାତୀୟ ପତାକାରେ ତିନୋଟି ରଙ୍ଗ ଥିବାରୁ ତାହାକୁ ତ୍ରିରଙ୍ଗା ବୋଲି କୁହାଯାଏ। ଏହି ରଙ୍ଗର ଓ ଅଶୋକ ଚକ୍ରର ବିଶେଷ ମହତ୍ତ୍ବ ଅଛି। କେଶର ବା ବାଦାମୀ ରଙ୍ଗ, ଧଳା ଓ ଗଭୀର [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଘୂର୍ଣ୍ଣିବଳୟ ସହ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

୧୬ରେ ଓଡ଼ିଶା ଆସିବେ କେନ୍ଦ୍ର ଅର୍ଥମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ୧୬ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ ଭୁବନେଶ୍ୱରରେ ହେବାକୁ ଥିବା ୩ଦିନିଆ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘୋଷଣା, ‘ଆସନ୍ତା ବର୍ଷ ମୁଁ ପୁଣିଥରେ ଆସିବି’

ଶବ୍ଦ ଓଡିଶା ବ୍ୟୁରୋ: ୭୭ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ୧୦ମ ଥର ପାଇଁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ୯୦ ମିନିଟର ଭାଷଣରେ , ୨୦୪୭ ସୁଦ୍ଧା ଦେଶକୁ [more…]

1 min read
Latest ଆଞ୍ଚଳିକ ଓଡ଼ିଶା

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ, ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ମନେପକାଇଥିଲେ। ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ [more…]

1 min read
Latest ଦେଶ ଖବର ଦେଶ ବିଦେଶ

ବସ୍‌-ଭ୍ୟାନ୍ ମୁହାଁମୁହିଁ ଧକ୍କା, ୭ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ବସ୍ ଓ ଭ୍ୟାନ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଆହତ ହୋଇଛନ୍ତି। ରାଜସ୍ଥାନର ନବଗଠିତ [more…]

1 min read
Latest ଆଞ୍ଚଳିକ ଓଡ଼ିଶା

ମଣିପୁରରେ ଓଡ଼ିଆ ଯବାନ ସହିଦ

ଶବ୍ଦ ଓଡିଶା ବ୍ୟୁରୋ: ଦୁର୍ଘଟଣାରେ ସହିଦ ହୋଇଛନ୍ତି ଯବାନ ନୀଳାଞ୍ଚଳ ପଟେଲ । ସେ ୪୮- ଆସାମ୍‌ ରାଇଫଲ୍‌ରେ ମଣିପୁରରେ କାର୍ଯ୍ୟରତ ଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଅନ୍ୟ ଯବାନଙ୍କ ସହ ପାଟ୍ରୋଲିଂ କରୁଥିଲେ। [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଚକୋଟିଆ ଭୁଞ୍ଜିଆ ଜନଜାତି ଦମ୍ପତିଙ୍କୁ ଦିଲ୍ଲୀରୁ ଡାକରା 

ଶବ୍ଦ ଓଡିଶା ବ୍ୟୁରୋ: ସ୍ୱାଧିନତା ଦିବସରେ ଚକୋଟିଆ ଭୁଞ୍ଜିଆ ଜନଜାତି ଦମ୍ପତିଙ୍କୁ ଦିଲ୍ଲୀରୁ ଡାକରା । ନୂଆପଡା ଜିଲ୍ଲା କୋମାନା ବ୍ଲକ ସୁନାବେଡା ଅଭୟାରଣ୍ୟର ଚକୋଟିଆ ଭୁଞ୍ଜିଆ ଜନଜାତି ସଂପ୍ରଦାୟର ଯୁବ ଚାଷୀ ଯୁବରାଜ [more…]

1 min read
Latest Trending ଚିତ୍ର କବିତା ନିରବ ନୀଡ଼

ଝିପି ଝିପି ବର୍ଷା

କହରା ରଙ୍ଗର ବଉଦ ତରଳିଟିପି ଟିପି ପଡ଼େ ପାଣି,ଉଡୁଥିଲା ବର୍ଷା ପବନ ସହିତେକେଶ ଝାଡ଼େ ମେଘରାଣୀ। ପ୍ରେମର ବରଷା ବରଷି ଯାଅ ଗୋଶ୍ରାବଣ ଯାଇଛି ସରି,ଚଗଲା ସୁଅରେ ଚହଲି ଯାଉଛିକଅଁଳ ପୀରତି ବାରି। ଗୋଟିଏ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଡିଏନ୍‌ଏ ରିପୋର୍ଟ ଫ୍ଲେକ୍ସ ଲଗାଇ ଧାରଣାରେ ଦୀପିକା

ଶବ୍ଦ ଓଡିଶା ବ୍ୟୁରୋ: କେ. ଦୀପିକା ପୁଣିଥରେ ଦେଶୀବେହେରା ସାହିସ୍ଥିତ କେ. ଦିନେଶଙ୍କ ଘର ବାରଣ୍ଡାରେ ଧାରଣା ଆରମ୍ଭ କରିଛନ୍ତି। ଗତ ୩ଦିନ ଧରି ସେ ଦିନେଶଙ୍କ ଘର ଦୁଆରେ ଧାରଣା ଦେଇଥିବା ବେଳେ [more…]