0 min read
Latest ଆଞ୍ଚଳିକ ଓଡ଼ିଶା ସହର

ପାଠ ପଢିବେ ବୈଷ୍ଣବୀ, ସହଯୋଗ କଲେ ଯଶୋଦା ମାଆ ନିବେଦିତା

ଆଖିରେ ଥିଲା ଆଖିଏ ସ୍ୱପ୍ନ । ପାଠ ପଢି,ବଡ ମଣିଷ ହେବାକୁ ପଣ କରିଥିଲେ କେନ୍ଦ୍ରାପଡା ଜିଲ୍ଲା  ସାମ୍ମାଙ୍କୋ ଗାଁର ମେଧାବୀ ଛାତ୍ରୀ ବୈଷ୍ଣବୀ  ସେଠୀ । ମାଟ୍ରିକ ପରୀକ୍ଷାରେ 90 ପ୍ରତିଶତ ମାର୍କ [more…]

1 min read
Latest ଆଞ୍ଚଳିକ ଓଡ଼ିଶା

ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ସୁନାବେଶ । ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ । ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ମାଲକାନଗିରି ସୀମାରେ ମାତିଲେ ମାଓବାଦୀ। ୨ ଜଣଙ୍କୁ ଅପହରଣ ପରେ ହତ୍ୟା କଲେ ମାଓବାଦୀ

ଶବ୍ଦ ଓଡିଶା ବ୍ୟୁରୋ: ମାଲକାନଗିରି ସୀମାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଅପହରଣ ପରେ ୨ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ । ପ୍ରଜାକୋର୍ଟରେ ଦୁଇ ଜଣ ଗାଁ ଲୋକଙ୍କୁ ହତ୍ୟା କରିଥିବା ଅଭିଯୋଗ [more…]

0 min read
Latest ଦେଶ ଖବର ଦେଶ ବିଦେଶ

ଛତିଶଗଡରେ କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଟି.ଏସ ସିଂହଦେଓ ହେବେ ନୂଆ ଉପମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡରେ କଂଗ୍ରେସ ବଡ ନିଷ୍ପତି । ରାଜ୍ୟର ଶିକ୍ଷା ଓ ସ୍ୱାସ୍ୟମନ୍ତ୍ରୀ ଟି.ଏସ ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ କରିବା ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜନ [more…]

1 min read
Latest Popular Trending ଦେଶ ଖବର ଦେଶ ବିଦେଶ ବିଜ୍ଞାନ

ଖୁବଶୀଘ୍ର ମହାକାଶ ମୁହାଁ ହେବ ଚନ୍ଦ୍ରଯାନ-୩, ଆଦିତ୍ୟ-ଏଲ୧କୁ ନେଇ ଟିପ୍ପଣୀ ରଖିଲେ ଇସ୍ରୋ ଅଧ୍ୟକ୍ଷ

ଭାରତରେ ଚନ୍ଦ୍ରଯାନ-୩କୁ ନେଇ ଲାଗି ରହିଥିବା ଅପେକ୍ଷା ଶେଷ ହେବାକୁ ଯାଉଛି । ଏହି ମହାକାଶ ଯାନକୁ ଚନ୍ଦ୍ରରେ ଅବତରଣ କରାଯିବା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତୀୟ ମହାକାଶ ଗବେଷଣା [more…]

1 min read
Latest Popular Trending ଦେଶ ଖବର ଦେଶ ବିଦେଶ

ଦିଲ୍ଲୀ ୟୁନିଭର୍ସିଟିରେ ବକରୀଦା ଛୁଟି ବନ୍ଦ

ଦିଲ୍ଲୀ ୟୁନିଭର୍ସିଟିରେ ବନ୍ଦ ହୋଇଛି ବକରୀଦା ଛୁଟି । ୨୯ ତାରିଖ ଛୁଟି ଥିବା ବେଳେ ଏହାକୁ ୱାର୍କିଂ ଡେ ଭାବେ ଘୋଷଣା କରିଛନ୍ତି ବିଶ୍ୱବିଦ୍ୟାଳୟ କର୍ତୂପକ୍ଷ । ଶିକ୍ଷକଙ୍କୁ ବାରଣ ହେଲା ଇଦ-ଉଲ-ଜୁହା [more…]

1 min read
Latest ଆଞ୍ଚଳିକ ଓଡ଼ିଶା ସହର

ପ୍ରୋଟିନ ଓ ଜିଙ୍କ ଯୁକ୍ତ ଧାନ ବିହନ ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ଵର ପକ୍ଷରୁ ପ୍ରୋଟିନ ଓ ଜିଙ୍କ ଯୁକ୍ତ ଧାନ ବିହନ ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମ ବୋରିଗୁମ୍ମା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛିl ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ଵର ପକ୍ଷରୁ [more…]

0 min read
Latest Popular Trending ଓଡ଼ିଶା ଲୀଳାମୟ ଜଗନ୍ନାଥ

୩ ଘଣ୍ଟା ଆଗରୁ ଆରମ୍ଭ ହେଲା ରଥଟଣା

ନିର୍ଦ୍ଧାରିତ ସମୟର ପ୍ରାୟ ୩ ଘଣ୍ଟା ଆଗରୁ ରଥଟଣା ଆରମ୍ଭ ହୋଇଛି। ପୂର୍ବରୁ ସ୍ଥିରୀକୃତ ହୋଇଥିଲା କି ଅପରାହ୍ନ ୪ଟା ସମୟରେ ରଥଟଣା ଆରମ୍ଭ ହେବ। କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି: ରଥାରୁଢ ହେଲେ ହଦଳୀମୁହିଁ ମା’ ସୁଭଦ୍ରା

ଶବ୍ଦ ଓଡିଶା ବ୍ୟୁରୋ: ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋରରୁ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଚମ୍ପା ଘାଟିରେ ୧୫ ଫୁଟ ତଳକୁ ଖସିଲା ପିକଅପ ଭ୍ୟାନ୍, ୭ ଶ୍ରମିକ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ: ଭାରସାମ୍ୟ ହରାଇ ଚମ୍ପା ଘାଟିରେ ୧୫ ଫୁଟ ତଳକୁ ଖସିଲା ପିକଅପ ଭ୍ୟାନ୍ । ଦୁର୍ଘଟଣାରେ ୧୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ [more…]