୬ରୁ ବଢିବ ବର୍ଷା!
୬ ତାରିଖରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମି ରୁ…
ଲିକ୍ ହେଲା ‘ଆଦିପୁରୁଷ’ର ଏଚ୍ଡି ଭର୍ସନ
ଫିଲ୍ମ ‘ଆଦିପୁରୁଷ’କୁ ବିବାଦ ଚାଲିଛି। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ ଅନେକ ଚର୍ଚ୍ଚାରେ ଥିଲା। ଯେତେବେଳେ ରିଲିଜ ହେଲା, ସମାଲୋଚକ ଏବଂ ଦର୍ଶକଙ୍କ ନକାରାତ୍ମକ ପ୍ରତିକ୍ରିୟା ଯୋଗୁଁ ଏହା ଲାଇମଲାଇଟରେ ରହିଥିଲା। ଦର୍ଶକ ପ୍ରଭାସ ଏବଂ କ୍ରିତି ସାନନ ଷ୍ଟାରରଙ୍କ…
ଜୀବ ବିଜ୍ଞାନ ସଂସ୍ଥାନ ପକ୍ଷରୁ ବ୍ରୀଡର ଧାନ ବିହନ ବଣ୍ଟନ
କେନ୍ଦ୍ର ସରକାରଙ୍କ ଜୈବ ପ୍ରଯୁକ୍ତି ବିଭାଗ ଅଧିନରେ ଥିବା ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ଵର ପକ୍ଷରୁ ଆଜି ବୋରିଗୁମ୍ମା ବ୍ଲକରେ ଚାଷୀମାନଙ୍କୁ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କଟକରୁ ବିକଶିତ ସିଆର୍ ଧାନ ୨୦୩ ( ସଚଳା) କିସମ ବ୍ରୀଦର୍ ଧାନ…
ଏସିଏଫ୍ ସୌମ୍ୟାରଞ୍ଜନଙ୍କ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ
ଶବ୍ଦ ଓଡିଶା ବ୍ୟୁରୋ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ବିଦ୍ୟାଭାରତୀ ପଣ୍ଡାଙ୍କର କୌଣସି ଖୋଜ ଖବର ପାଉନି ପୁଲିସ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନା ଏହି ସୂଚନା…
ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ, ନୃସିଂହ ସ୍ୱାଇଁ ବୌଦ୍ଧ ଜିଲ୍ଲାପାଳ
ଶବ୍ଦ ଓଡିଶା ବ୍ୟୁରୋ: ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଓଡ଼ିଶା ଫେରିବା ପରେ ତାଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଷଡ଼ଙ୍ଗୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସେହିପରି…
ପଡିଆରେ ନଜର ଆସିବେ ନାହିଁ ନିରଜ ଚୋପ୍ରା, ପଢନ୍ତୁ କାହିଁକି…
ଶବ୍ଦ ଓଡିଶା ବ୍ୟୁରୋ: ନିରଜ ଚୋପ୍ରା ଗତ କିଛି ଦିନ ତଳେ ଲୁସେନରେ ଡାଇମଣ୍ଡ ଲିଗ୍ ଜିତିଥିଲେ । ଏହା ପରେ ସାରା ଦେଶରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ତେବେ ସେ କିଛି ଦିନ ପାଇଁ ଗାଏବ…
ରାଜ୍ୟରେ ଆଜିଠାରୁ ବର୍ଷା! ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ହୋଇପାରେ ବର୍ଷା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି…