ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିକ୍ରମଦେବ କଲେଜର ୭୫ ବର୍ଷ ପୂର୍ତ୍ତିରେ ଦେବେ ଯୋଗ
ଶବ୍ଦ ଓଡିଶା ବ୍ୟୁରୋ: ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଗତକାଲି ଅବିଭକ୍ତ କୋରାପୁଟ ଜିଲ୍ଲାର ଏହି ସର୍ବପୁରାତନ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ…