ଆସନ୍ତା ୩ରୁ ୪ ଦିନ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୩ରୁ ୪ ଦିନ ବର୍ଷା ସମ୍ଭାବନା ରହିଛି ।କାଲିସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ ।ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ…