ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା, ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର,…