ବୈଷୟିକ ଶିକ୍ଷା ପରେ ନିଯୁକ୍ତି ପାଇ ସମ୍ୱର୍ଦ୍ଧିତ ହେଲେ ଶୁକଦେବ
ପୁରୀ ଜିଲ୍ଲାର ପ୍ରତାପ ରାମଚନ୍ଦ୍ର ପୁର, ବାଲିସାହିର ପିତୃମାତୃହୀନ ଶୁକଦେବ ପ୍ରଧାନ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର, ପୁରୀରୁ ଇଲେକ୍ଟ୍ରୋନିକ୍ସ ମେକାନିକ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ହୋଇ ମାରୁତି ସୁଜୁକି ପ୍ରାଇଭେଟ କମ୍ପାନୀ ଅହମଦାବାଦରେ ନିଯୁକ୍ତି ପାଇଛନ୍ତି । କ୍ୟାମ୍ପସ ଚୟନ ମାଧ୍ୟମରେ…