୧୨ ଘଣ୍ଟା ହେବ ଆୟତ୍ତ ହେଉନି ଲକ୍ଷ୍ମୀ ମାର୍କେଟ ନିଆଁ
ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ବଡ଼ଦାଣ୍ଡରେ ଲାଗିଥିବା ନିଆଁ ଆୟତ ହୋଇନି । ଗତକାଲି ରାତିରେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି । ଏପର୍ଯ୍ୟନ୍ତ ନିଆଁକୁ ଆୟତ କରାଯାଇପାରିନାହିଁ । ଅଗ୍ନିଶମ ବାହିନୀ ପକ୍ଷରୁ…