Sun. Nov 29th, 2026

Category: ଆଞ୍ଚଳିକ

ରାଜ୍ୟ ଖାଦ୍ୟ କମିଶନରେ ୫ ନୂଆ ସଦସ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ରାଜ୍ୟ ଖାଦ୍ୟ କମିଶନ ସଦସ୍ୟ ଭାବେ ରାଜ୍ୟ ସରକାର ୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । କମିଶନରେ ଦୀର୍ଘଦିନ…

ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଶେଷକୃତ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ…

ଲୋକନୃତ୍ୟ କଳାକାରଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ

କଳାକାରଙ୍କୁ ଦିଆଯାଉଛି ତାଲିମ | ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପାରମ୍ପରିକ ଲୋକକଳା ମାଧ୍ୟମରେ ଗାଁ ଗାଁରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାର ବ୍ଲକ କଳା ସାଂସ୍କୃତିକ ସଂଗଠନର କଳାକାର ମାନଙ୍କୁ ଆଜି ଓ ଆସନ୍ତା…

ସାନକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ

ଶବ୍ଦ ଓଡିଶା ବ୍ୟୁରୋ : ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି ଗାଁରେ…

ପୋଖରୀରେ ବୁଡ଼ି ୨ଶିଶୁ ମୃତ

ଶବ୍ଦ ଓଡିଶା ବ୍ୟୁରୋ : ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଗୁମିକିଆ ରାଣୀପଦର ଗାଁରେ। ମୃତ ଶିଶୁ ଦ୍ୱୟ ହେଲେ ରାଣୀପଦର ଗାଁର ପିତସ ପ୍ରଧାନ ଓ…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ

ଶବ୍ଦ ଓଡିଶା ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।…

ସ୍ବାସ୍ଥ୍ୟ ପ୍ରସଙ୍ଗରେ ତିର୍ତ୍ତୋଲ ବ୍ଲକ୍ କଂଗ୍ରେସର ହଲ୍ଲାବୋଲ

ଆଗକୁ ଆସୁଛି ନିର୍ବାଚନ. ବିଭିନ୍ନ ଦଳ ନିଜ ଅଞ୍ଚଳ ପାଇଁ ପ୍ରସଙ୍ଗ ଖୋଜୁଥିବା ବେଳେ ତିର୍ତ୍ତୋଲ ଯୁବ କଂଗ୍ରେସ ସ୍ବାସ୍ଥ୍ୟ ସେବା ପ୍ରସଙ୍ଗକୁ ନେଇ ହାଲ୍ଲା ବୋଲର ଡାକରାଦେଇଛି.ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ଗୋଷ୍ଠି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ସ୍ୱାସ୍ଥ୍ୟସେବା…

ପାଣିରେ ବୁଡି ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର

ସୁବର୍ଣ୍ଣପୁର : ପାଣିରେ ବୁଡି ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ କର୍ଡାପାଲ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତକ ଜଣକ ସମ୍ବଲପୁର ଜିଲ୍ଲା ଚାରମାଳ ବିଶ୍ଵନାଥପୁର ଗାଁର ୭୦…

ଜବାହର ନବୋଦୟ ବିଦ୍ୟାଳୟ ସାଇଲୋରେ 25ତମ ୟୁଥ ପାର୍ଲ୍ୟାମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗବ୍ଲକ ଅନ୍ତର୍ଗତ ସାଇଲୋ ଗ୍ରାମପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜବାହର ନବୋଦୟ ବିଦ୍ୟାଳୟରେ 25ତମ ୟୁଥ ପାର୍ଲିଆମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି. ଛାତ୍ରଛାତ୍ରୀ ଙ୍କ ଉଦେଶ୍ୟରେ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲାର ମାନ୍ୟବର ସାଂସଦ…

ଚନ୍ଦ୍ରପୃଷ୍ଠରେ ହୋଇଥିଲା କି ଭୂମିକମ୍ପ ?

ଶବ୍ଦ ଓଡିଶା ବ୍ୟୁରୋ : ଚନ୍ଦ୍ରକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ଚନ୍ଦ୍ରରେ ହୋଇଥିଲା କି ଭୂମିକମ୍ପ ? ଅଗଷ୍ଟ ୨୬ରେ ଚନ୍ଦ୍ରରେ ପ୍ରାକୃତିକ ପ୍ରକ୍ରିୟା ଘଟିଥିବା ନେଇ ଟ୍ୱିଟ୍ କରି ସୂଚନା ଦେଲା ଇସ୍ରୋ । ଲ୍ୟାଣ୍ଡର ପେଲୋଡ୍…