Mon. Nov 30th, 2026

Category: ଆଞ୍ଚଳିକ

ପୁରୀରେ ପରିବହନ ବିଭାଗର ନିର୍ଦ୍ଦେଶକୁ ଅବମାନନା

ପୁରୀରେ ପରିବହନ ବିଭାଗର ନିର୍ଦ୍ଦେଶକୁ ଅବମାନନା। ବସରେ ଲାଗିପାରୁନି ରୁଟ୍ ଚାର୍ଟ ଏବଂ ଧାର୍ଯ୍ୟ ଭଡ଼ାର ସୂଚନା। ଫଳରେ ଧାର୍ଯ୍ୟ ଭଡ଼ା ଠାରୁ ଅଧିକ ଭଡ଼ା ଆଦାୟ ନେଇ ଯାତ୍ରୀଙ୍କୁ ଶୋଷଣ କରୁଛନ୍ତି କିଛି ଅସାଧୁ ବସ୍ ମାଲିକ। ପୁରୀ ବସଷ୍ଟାଣ୍ଡରୁ…

ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ଗଣଶିକ୍ଷା ମନ୍ତ୍ରୀ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଶରଣରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ |ଗତକାଲି ସନ୍ଧ୍ୟା ସମୟରେ ଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ପୁରୀ ଗସ୍ତ ରେ ଆସି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି l ସିଂହଦ୍ୱାର…

ନବ ଦାସ ହତ୍ୟା ମାମଲା- ଝାରସୁଗୁଡ଼ା JMFC କୋର୍ଟରେ ଚାର୍ଜସିଟ ଦାଖଲ

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଝାରସୁଗୁଡ଼ା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମ୍ ବ୍ରାଞ୍ଚ। ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାକୁ କ୍ରାଇମ୍ ବ୍ରାଞ୍ଚ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ କରିସାରିଥିଲା। ଆଜି ଘଟଣାର ତଦନ୍ତକାରୀ ଅଫିସର…

ମେ ତାରିଖରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର : ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ମେ’ ୩୦…

ରଥଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଶ୍ରଦ୍ଧା ଶ୍ରୀକ୍ଷେତ୍ର ରାୟଗଡରେ ବିଜେ ମହାପ୍ରଭୁ ଶ୍ରୀଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷ ଯାତ୍ରା ଓ ବାହୁଡା଼ ଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଭାରପ୍ରାପ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଏହି ବୈଠକର ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ…

ଘର ଉଜାଡ଼ିଲା କାଳବୈଷାଖି

ବାଣପୁର ବ୍ଲକ ନିଳାଦ୍ରୀ ପ୍ରସାଦ ପଂଚାୟତରେ କାଳବୈଷାଖିର ପ୍ରଭାବ। ଆଜି ଅପରାହ୍ନ ୩.୩୦ ମିନିଟ ସମୟରେ କାଳ ବୈଶାଖିର ପ୍ରଭାବରେ ନିଳାଦ୍ରୀ ଗ୍ରାମର ଏକ ବିରାଟ ତେନ୍ତୁଳି ଗଛ ଉପୁଡି ସୁରେନ୍ଦ୍ର ପ୍ରଧାନ ଓ ଅଶୋକ ପ୍ରଧାନଙ୍କ ଘର ଉପରେ ମାଡିବସିବା…

ଶିମିଳିପାଳର ସବୁ ପ୍ରବେଶ ପଥକୁ ସିଲ କରି ସର୍ଚ୍ଚ ଅପରେସନ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ବାରିପଦାରେ ବନରକ୍ଷୀ ବିମଳ ଜେନାଙ୍କୁ ଗଳି କରି ହତ୍ୟା ଘଟଣାରେ ଶିମିଳିପାଳର ସବୁ ପ୍ରବେଶ ପଥ ସିଲ୍ କରାଯାଇଛି । ପୋଲିସ ଓ ବନ ବିଭାଗ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।…

ନିତି ଆୟୋଗ ବୈଠକରେ ଯୋଗଦେବେ ନବୀନ

ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ନୂଆଦିଲ୍ଲୀରେ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ନିତି ଆୟୋଗ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ୨୬ତାରିଖ ଅପରାହ୍ନରେ ଦିଲ୍ଲୀ ଗସ୍ତରେ ଯିବାର…

ନଦୀରେ ବୁଡିଲା ଡଙ୍ଗା, ଜଣେ ନିଖୋଜ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ପ୍ରୟାସ

ଶବ୍ଦ ଓଡିଶା ବ୍ୟୁରୋ: ମାଛ ଧରିବାକୁ ଯାଇଥିବା ବେଳେ ବୁଡିଲା ଡଙ୍ଗା । ବାଲିମେଳା ଜଳଭଣ୍ଡାରେ ଡଙ୍ଗା ଓଲଟି ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣ ଉଦ୍ଧାର ହୋଇଛନ୍ତି । ମାଛ ମାରିବାକୁ ଏହି ତିନି ଜଣ ଡ୍ୟାମ ଭିତରକୁ…

ସାତକୋଶିଆ ଗଣ୍ଡ ପରିଦର୍ଶନ କଲା ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଶବ୍ଦ ଓଡିଶା ବ୍ୟୁରୋ: ସାତକୋଶିଆ ବୁଲିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ସାତକୋଶିଆ ଗଣ୍ଡରେ ଜଳର ସ୍ରୋତ ଓ ଗଭୀରତାର ସ୍ଥିତି ପରଖିବା ସହ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଉଭୟ ଆକାଶ ମାର୍ଗ ଓ ସ୍ଥଳ ପଥରେ…