Sun. Nov 29th, 2026

Category: ଆଞ୍ଚଳିକ

ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ

ଶବ୍ଦ ଓଡିଶା ବ୍ୟୁରୋ: ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ରାଜଧାନୀରେ ଘର ମାଲିକ ଆଶ୍ୱସ୍ତ ହୋଇଛନ୍ତି । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ହାଇକୋର୍ଟରୁ ଶକ୍ତ…

ଟ୍ରକ୍‌ରେ ଲାଗିଗଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ତେରବେଡା ନିକଟରେ ଚଳନ୍ତା ଟ୍ରକ୍‌ରେ ନିଆଁ । ନିଆଁ ଲାଗି ଯିବାରୁ ଜୀବନ ଦଗ୍ଧ ହୋଇଗଲେ ଡ୍ରାଇଭର। ମୃତ ଡ୍ରାଇଭର ଜଣଙ୍କର ପରିଚୟ ମିଳିନାହିଁ। ବିଳମ୍ବିତ ରାତିରେ ଏକ ଟ୍ରକ୍…

ବନକଲାଗି ନୀତି: ଶ୍ରୀଜିଉଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ପବିତ୍ର ଫାଲଗୁନମାସ କୃଷ୍ଣପକ୍ଷ ତୃତୀୟା ତିଥିର ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ରସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଗୁପ୍ତ…

ସରିବ ଗୋପାଳର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି

ଶବ୍ଦ ଓଡିଶା ବ୍ୟୁରୋ: ଗୋପାଳ ଦାସର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଆଜି ସରିବ । ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ନେଇ ହତ୍ୟା ରହସ୍ୟ ଖୋଜିବାକୁ ଚେଷ୍ଟା କରିଥିଲା କ୍ରାଇମବ୍ରାଞ୍ଚ । ଏହାପରେ ପୁଣି ତାକୁ ରିମାଣ୍ଡରେ ନିଆଯିବ…

ନବ ଦାସ ହତ୍ୟାକାଣ୍ଡର ତଦନ୍ତ, ଘଟଣାସ୍ଥଳକୁ ଯିବେ ଜଷ୍ଟିସ ଜେ.ପି ଦାସ

ଶବ୍ଦ ଓଡିଶା ବ୍ୟୁରୋ: ଝାରୁସୁଗୁଡାରେ ପହଞ୍ଚିଛନ୍ତି ଜଷ୍ଟିସ ଜେ.ପି ଦାସ । ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ରାଜ୍ୟ ସରକାର ଚିଠି ଲେଖିବା ପରେ ନବଦାସ ହତ୍ୟାକାଣ୍ଡ ତଦନ୍ତର ତଦାରଖ କରୁଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସ । ଆଜି ସେ ଘଟଣାସ୍ଥଳକୁ…

୧୦ ଦିନରେ ନବ ଦାସଙ୍କ ମୃତ୍ୟୁ, ଅସ୍ଥି ବିସର୍ଜନ କଲେ ପୁଅ ବିଶାଳ

ଶବ୍ଦ ମିଡ଼ିଆ ବ୍ୟୁରୋ:ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ଆଜି ଦଶ ଦିନ ପୁରିଛି । ଆଉ ଦଶାହ କ୍ରିୟାକର୍ମ ପାଇଁ ପ୍ରୟାଗରାଜରେ ଅଛନ୍ତି ପୁଅ ବିଶାଳ ଦାସ । ଦଶାହ କ୍ର୍ରିୟାକର୍ମ ପୂର୍ବରୁ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ନବ ଦାସଙ୍କ ଅସ୍ଥି…

ପୁରୀ ଜିଲା ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ

ଶବ୍ଦ ମିଡ଼ିଆ ବ୍ୟୁରୋ: ପୁରୀ ଜିଲାର ଗୋପଠାରେ ତେଲ ଓ ପ୍ରାକୃତିକ ଗ୍ୟାସ ସନ୍ଧାନ ପାଇଁ ଲାଗିଲା ରିଗ୍ ମେସିନ୍ । ଦିଲ୍ଲୀର ଏକ ଘରୋଇ ସଂସ୍ଥା କ୍ୱିପୋ ହାତରେ ଏହି ଦାୟିତ୍ୱ ରହିଛି । ପ୍ରାଥମିକ ପର୍ଯ୍ୟାୟରେ ୧୦ ହଜାର…

ରବିନ୍ଦ୍ରଙ୍କୁ ଝଟକା, ରଦ୍ଦ ହେବନି ସିସୋର ଠକେଇର ମାମଲା

ଶବ୍ଦ ମିଡ଼ିଆ ବ୍ୟୁରୋ:ସିସୋର ଚିଟଫଣ୍ଡ ଠକେଇ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ଚାଲିବ। କୌଣସି ପ୍ରକାରେ ଏହା ରଦ୍ଦ ହୋଇପାରିବ ନାହିଁ। ହାଇକୋର୍ଟ ଆଜି ଏଭଳି ଏକ ରାୟ…

ସାହିତ୍ୟିକା ନିର୍ମଳପ୍ରଭା ନାୟକଙ୍କ ପରଲୋକ

ଶବ୍ଦ ଓଡିଶା ବ୍ୟୁରୋ: ସାହିତ୍ୟିକା ନିର୍ମଳାପ୍ରଭା ନାୟକଙ୍କ ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୩ବର୍ଷ ବୟସରେ ପରଲୋକ ହୋଇଛି । ସେ ଗତ କିଛିଦିନ ଧରି ଅସୁସ୍ଥ ଥିଲେ । ଓଡ଼ିଶା ସାହିତ୍ୟ ଏକାଡ଼େମୀ ଦ୍ୱାରା ୨୦୨୦ ମସିହାରେ ସେ…

ରାୟଗଡରେ ଜିଲ୍ଲାସ୍ତରୀୟ କୃଷିମେଳା ଉଦଯାପିତ

ରାୟଗଡା: ରାୟଗଡରେ ଦୀର୍ଘ ୪ଦିନ ବ୍ୟାପୀ ଜିଲ୍ଲାସ୍ତରୀୟ କୃଷି ମହୋତ୍ସବ ଉଦଯାପିତ ହୋଇଯାଇଛି l ଗୋବିନ୍ଦ ଚନ୍ଦ୍ର ଉଚ୍ଚବିଦ୍ୟାଳୟ ପଡିଆରେ ଆୟୋଜିତ କୃଷି ଯନ୍ତ୍ରପାତି ମେଳାର ଅନ୍ତିମ ଦିନରେ ମୁଖ୍ୟ ଅତିଥି ଭାବରେ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ମିଶନ ନିର୍ଦ୍ଦେଶକ…