Mon. Nov 30th, 2026

Category: ଆଞ୍ଚଳିକ

୨୮୪୧ କୋଟି ଟଙ୍କାର ୧୧ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଉ ୨୮୪୦.୭୩ କୋଟି ଟଙ୍କାର ୧୧ଟି ପ୍ରକଳ୍ପକୁ ଆଜି ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିଅରାନ୍ସ ଅଥରିଟିଙ୍କ ଅନୁମୋଦନ ମିଳିଛି । ଏହାଦ୍ୱାରା ୩୭୨୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିପାରିବ । ଏହି ମୋଟ ନିବେଶ ପ୍ରସ୍ତାବ ମଧ୍ୟରେ…

ଓଡିଶା ଆସୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ: ନବୀନ ପଟ୍ଟନାୟକଙ୍କୁ ଭେଟିବେ ନୀତୀଶ କୁମାର

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ଆସୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ନୀତୀଶ । ଦିନ ୧୧ଟା ୩୦ରେ ସ୍ୱତନ୍ତ୍ର ବିମାନ ଯୋଗେ ନୀତୀଶ କୁମାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ: ସନ୍ଧ୍ୟାରେ ନେଇପାରେ ଅବପାତର ରୂପ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ ସୁଦୃଶ୍ୟ କ୍ଷେତ୍ରରେ ପରିଣତ ହୋଇଛି । ଭୋର ୫ଟା ୩୦ରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ । ଆଜି ସନ୍ଧ୍ୟାରେ ଅବପାତର ରୂପ ନେଇପାରେ । ଆସନ୍ତାକାଲି ସାମୁଦ୍ରିକ ଝଡର ରୂପ ନେବା ସମ୍ଭାବନା…

ଗ୍ରୀଷ୍ମ କାଳୀନ ଭାରୋତ୍ତୋଳନ ଶିବିର ଉଦଯାପିତ

ଗତ ମାସ ୨୪ ତାରିଖ ଠାରୁ ଦିଗବାରେଣୀ ସ୍ଥିତ ଓଡିଶା ଜାତୀୟ ବ୍ୟାୟାମ କ୍ରିଡା ପରିଷଦ ଠାରେ ଗ୍ରୀଷ୍ମ କାଳୀନ ଭାରୋତ୍ତୋଳନ ଶିବିର ଆୟୋଜିତ ହୋଇଥିଲା। ଆଜି ଏହି ଶିବିର ଉଦଯାପିତ ହେବା ସହ ପ୍ରଶିକ୍ଷିତ ପିଲାମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ…

ମେ ୩୦ ରୁ ୨୧ତମ ଜାତୀୟ ଲୋକମେଳା ଓ ୧୪ତମ ଜାତୀୟ କୃଷିମେଳା

ଚଳିତ ମାସ ୩୦ ତାରିଖ ରୁ ଜୁନ ୩ତାରିଖ ପର୍ଯ୍ୟନ୍ତ ପୁରୀ ଶରଧାବାଲି ଠାରେ ଅନୁଷ୍ଠିତ ହେବ ୨୧ତମ ଜାତୀୟ ଲୋକମେଳା ଓ ୧୪ତମ କୃଷିମେଳା। ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ଆୟୋଜିତ ଏହି ମେଳାରେ ଭାରତବର୍ଷର ବିଭିନ୍ନ ପ୍ରଦେଶର ତିନିଶହ…

ପୁରୀରେ ବିଶ୍ୱ ରେଡକ୍ରସ ଦିବସ ପାଳିତ

ରେଡକ୍ରସ ବିଶ୍ୱର ସର୍ବ ବୃହତ ମାନବ ସେବାକାରୀ ଅନୁଷ୍ଠାନ। ଏହା ଯୁଦ୍ଧ କ୍ଷେତ୍ରରେ ମଧ୍ୟ ଭେଦଭାବ ନ ରଖି ସେବା ଦେଇଥାଏ।ପୁରୀ ଜିଲ୍ଲା ରେଡକ୍ରସ ଶାଖା ସେହିପରି ମାନବସେବାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛି ଓ ଏହି ସେବାକୁ ଆହୁରି ପରିବ୍ୟାପ୍ତ…

ଗୁଡାରି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଆଜି ମୋଟ ୨୬ ଟି…

ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସରିବ ଝାରସୁଗୁଡା ଉପନିର୍ବାଚନ ପ୍ରଚାର । ଆଉ ଦିନକ ପରେ ନିର୍ବାଚନ । ପ୍ରଚାରର ଶେଷ ଦିନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଦଳର ପ୍ରସ୍ତୁତି । ଝାରସୁଗୁଡ଼ାବାସୀ କାହା ସପକ୍ଷରେ ମତ ଦେବେ, ତା’…

କର୍ଣ୍ଣାଟକ ନିର୍ବାଚନ, ଆସିଲା ସି-ଭୋଟର ସର୍ଭେ । ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ଜିତିପାରେ କଂଗ୍ରେସ

ଶବ୍ଦ ଓଡିଶା ବ୍ୟୁରୋ: କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ଆଉ ଦିନଟେ ବାକି । ଏହା ପୂର୍ବରୁ ଆସିଛ ସି-ଭୋଟର ସର୍ଭେ । କର୍ଣ୍ଣାଟକରେ କଂଗ୍ରେସ ଏକାକୀ ସରକାର ଗଢିବାର ସୁଯୋଗ ରହିଛି । ଏବିପି ନ୍ୟୁଜ୍ ସର୍ଭେ ମୁତାବକ କଂଗ୍ରେସ ୧୧୦ରୁ…

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୯ ତାରିଖ ବେଳକୁ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଏହା ଆହୁରି…