Mon. Nov 30th, 2026

Category: ଆଞ୍ଚଳିକ

ମେ’ରୁ ବଢିବ ତାତି, ସ୍ୱାଭାବିକଠୁ ଅଧିକ ତାପମାତ୍ରା ରହିବା ଆକଳନ କଲା ପାଣିପାଗ ବିଭାଗ

ଶବ୍ଦ ଓଡିଶା ବ୍ୟୁରୋ: ମେ’ ମାସରେ ରାଜ୍ୟରେ ଅନୁଭୂତ ହେବ ଭୀଷଣ ତାତି । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ଗରମ ହେବ । ଆଇଏମଡିର ପୂର୍ବାନୁମାନ ଅନୁସାରେ ପୂର୍ବ ଭାରତ ଓ କେନ୍ଦ୍ରୀୟ ପୂର୍ବ ଭାରତରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ…

ତେଜିଲା ବାଣପୁର ରାଜସ୍ବ ଉପଖଣ୍ଡ ଦାବି, ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସରକାରଙ୍କୁ ଚେତାବନୀ

ଆଜି ଅପରାହ୍ନରେ ବାଲୁଗାଁ, ବାଣପୁର, ଚିଲିକା କ୍ରିୟାନୁଷ୍ଠାନ କମିଟି ବାଣପୁର କୃତିବାସ ଭବନ ପରିସରରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ଯାହା ମାଧ୍ୟମରେ ସୂଚନା ଦେଇଛନ୍ତି କମିଟିର ସଭାପତି ଶ୍ରୀ ନଳିନୀକାନ୍ତ ପଟ୍ଟନାୟକ। ବାଣପୁର ଏକ ପୁରାତନ ତହସିଲ ଓ…

୯ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ

ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି ଚଢ଼ାଉ। ପୁରୀ ଜିଲ୍ଲା ସଦର ରେଞ୍ଜର ନିରୀକ୍ଷିକା ଶ୍ରୀମତୀ ମାନସୀ ସାହୁଙ୍କ ନେତୃତ୍ୱରେ ଏକ ଟିମ ସଦର ଥାନା ଅଧୀନରେ ଥିବା କାସିହରିପୂର୍ ଅଂଚଳରେ ଚଢ଼ାଉ…

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଉତ୍କଳ ଗୋୖରବ ମଧୁସୂଦନ ଦାସଙ୍କ ୧୭୫ ତମ ଜୟନ୍ତୀ ତଥା ଓକିଲ ଦିବସ ଅବସରରେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ରାୟଗଡ଼ର ମାନ୍ୟବର ବିଧାୟକ ଶ୍ରୀ ମକରନ୍ଦ ମୁଦୁଲୀ, ରାୟଗଡ଼ା କୋର୍ଟ ପରିସରରେ ଥିବା…

ଭିମସାର: ମାସକ ମଧ୍ୟରେ କୋଭିଡ୍‌ରେ ୧୦ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ବୁର୍ଲା ଭିମସାରରେ ପୁଣି ଜଣେ ଚିକିତ୍ସାଧୀନ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ପ୍ରାୟ ମାସେ ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ପହଞ୍ଚିଛି। ଗତ ମାର୍ଚ ମାସ ୨୬ରେ ଏଠାରେ ପ୍ରଥମ କୋଭିଡ ମୃତ୍ୟୁ ହୋଇଥିଲା।…

ଝାରସୁଗୁଡ଼ାରେ ଦୀପାଳିଙ୍କ ପାଇଁ ପ୍ରଚାରକୁ ଓହ୍ଲାଇବେ ନବୀନ

ଶବ୍ଦ ଓଡିଶା ବ୍ୟୁରୋ: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ୍ ପାଇଁ ପ୍ରଚାର କରିବାର ସମ୍ଭାବନା ରହିଛି । ନବୀନଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇନଥିଲେ ସୁଦ୍ଧା ନବୀନ ୭ତାରିଖରେ ଝାରସୁଗୁଡ଼ାରେ…

ଓଡିଶାରେ ଆଜି ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍

ଶବ୍ଦ ଓଡିଶା ବ୍ୟୁରୋ: ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆଜି ହେବ । ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର…

କାଳବୈଶାଖୀ ପ୍ରଭାବ : ୬ ଜିଲ୍ଲାକୁ ‌ଅରେଞ୍ଜ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ଆଜି ବର୍ଷା ହୋଇପାରେ । କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହୋଇପାରେ । କେତେକ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହିତ ଧୁଳିଝଡ ହୋଇପାରେ । ୬…

ବିସ୍ଥାପିତ ଦୋକାନୀମାନଙ୍କ ଅସୁବିଧା ଆଲୋଚନା ସଭା ଅନୁଷ୍ଠିତ

ନୂତନ ଭାବେ ନିର୍ମିତ ମାର୍କେଟି କଂପ୍ଲେକ୍ସ ଦୋକାନ ଆବଣ୍ଟନ ନିମନ୍ତେ ପୂର୍ବ ସଭା ଆଜି ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ମୁନିସିପାଲଟିର ଅଧିକାରୀମାନେ ଉପସ୍ଥିତ ରହି ବିସ୍ଥାପିତ ଦୋକାନୀମାନଙ୍କ ବିଭିନ୍ନ‌ ଅସୁବିଧା ଉପରେ ଆଲୋଚନା କରିଥିଲେ।

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା

ଶବ୍ଦ ଓଡିଶା ବ୍ୟୁରୋ: ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ଗତ ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଛି ବାଘ।ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ…