ଆସନ୍ତା ମାସରେ ଓଡ଼ିଶାରେ ଦୌଡ଼ିପାରେ ବନ୍ଦେ ଭାରତ ଏକ୍ସପ୍ରେସ୍
ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ମାସରେ ଓଡ଼ିଶାରେ ଦୌଡ଼ିପାରେ ବନ୍ଦେ ଭାରତ ଏକ୍ସପ୍ରେସ୍। ସେଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଛି। ଚେନ୍ନାଇ ସ୍ଥିତ ଇଣ୍ଟେଗ୍ରାଲ କୋଚ୍ ଫ୍ୟାକ୍ଟ୍ରିରୁ ବଗି ଗଲା କୋଲକାତା। ସେଠାରେ ପ୍ରାଇମେରୀ ମେଣ୍ଟେନାନ୍ସ ପରେ ଓଡ଼ିଶା ଆସିବ। ଓଡ଼ିଶାରେ…