କାଲିଠାରୁ ଓଡ଼ିଶାରେ ବର୍ଷା ସମ୍ଭାବନା
ଡରାଉଛି ଆଉ ଏକ ପଶ୍ଚିମାଝଡ଼ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ…
ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟାର ରହସ୍ୟ ଖୋଜୁଛି ସାଇବର ଟିମ୍
ଡିଜେ ଆଜେକ୍ସ ଆତ୍ମହତ୍ୟା ଘଟଣାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ।ମୃତ୍ୟୁ ପୂର୍ବରୁ ବାନ୍ଧବୀଙ୍କ ସହ ୯୭ ସେକେଣ୍ଡ କଥା ହୋଇଥିଲେ ଆଜେକ୍ସ। ପରେ ବାନ୍ଧବୀ ଭିଡିଓ କଲ୍ କରିଥିଲେ ବି ସେ ଉଠାଇ ନ ଥିଲେ। ବାନ୍ଧବୀଙ୍କ ଭିଡିଓ କଲ୍ ବେଳକୁ…
ମନମୋହନ ସାମଲ ଓଡ଼ିଶା ବିଜେପିର ନୂଆ ସଭାପତି
ମନମୋହନ ସାମଲ ଓଡ଼ିଶା ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ…
ଜିଲ୍ଲା ସ୍ତରୀୟ ଆଶା ସମ୍ମିଳନୀ ଅନୁଷ୍ଠିତ
ପୁରୀ ଜିଲ୍ଲା ସ୍ତରୀୟ ଆଶା ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଆଜି ପୂର୍ବାହ୍ନରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ…
ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କଲେ ମାଗୁଣି ଚରଣ କହଁର
ରାଷ୍ଟ୍ରପତି ଭବନରେ ବୁଧବାର ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆ ଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ହାତରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି କେନ୍ଦୁଝରର ମାଗୁଣି ଚରଣ କୁଅଁର ।କଣ୍ଢେଇ ତିଆରି ପାଇଁ କେନ୍ଦୁଝରରେ ମାଗୁଣି ଚରଣ କୁଅଁର ବେଶ୍…
ଜଗା ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ; ପୁରୀରେ ନିର୍ମାଣ ହେବ ପଶ୍ଚିମବଙ୍ଗ ଭବନ
ଆଜି ଅପରାହ୍ଣରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀ ଶ୍ରୀମନ୍ଦିରକୁ ଯାଇଥିଲେ। ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ…
ମା ଭଗବତୀ ମନ୍ଦିର ଉନ୍ନତିକରଣ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶାର ପବିତ୍ର ଶକ୍ତିପୀଠମାନଙ୍କ ମଧ୍ୟରେ ମା ଭଗବତୀଙ୍କ ଶକ୍ତିପୀଠ ଅନ୍ୟତମ । ନବମ ଶତାବ୍ଦୀରେ ନିର୍ମିତ ଏହି ଶକ୍ତିପୀଠ ବାଣପୁର ଅଞ୍ଚଳର ସହ ଖୋର୍ଦ୍ଧା ଜିଲ୍ଲାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ। ଶାଳିଆ ନଦୀ କୂଳରେ ଅବସ୍ଥିତ ଏହି…