ଜନଜାତି ସଂସ୍କୃତିର ସୁରକ୍ଷା ଦିଗରେ ଆଉ ଏକ ମାଇଲଷ୍ଟୋନ। ୧୪ ଟି ଜିଲ୍ଲାର ୫୫ଟି ବ୍ଲକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠିତ ।
ଶବ୍ଦ ଓଡିଶା ବ୍ୟୁରୋ: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଳିଷ୍ଠ ପଦକ୍ଷେପ [more…]