0 min read
Latest ଆଞ୍ଚଳିକ ଓଡ଼ିଶା

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ସାମାନ୍ୟ କଳିରୁ ଜଣେ ବ୍ୟକ୍ତି ତାଙ୍କ ପତ୍ନୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା କ୍ରାଣ୍ଡିବାଲି ଗାଁରେ। ମୃତ ମହିଳାଙ୍କ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଢେଙ୍କାନାଳରେ ସେକ୍ସ ରାକେଟ ଠାବ: ଜଣେ ଗିରଫ

ଶବ୍ଦ ଓଡିଶା ବ୍ୟୁରୋ: ଢେଙ୍କାନାଳ ସହରର କାଲଟାକ୍ସ ନିକଟରେ ଏକ ସେକ୍ସ ରାକେଟ ସକ୍ରିୟ ଥିବା ବେଳେ ଶନିବାର ରାତିରେ ଟାଉନ ଥାନା ପୁଲିସ ସେଠାରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିଥିବା ବେଳେ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ବୌଦ୍ଧ ଜେଲରୁ ମିଳିଲା କଏଦୀଙ୍କ ଝୁଲନ୍ତା ମୃତଦେହ

ଶବ୍ଦ ଓଡିଶା ବ୍ୟୁରୋ: ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରୁ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତ କଏଦୀଙ୍କ ନାଁ ରବୀନ୍ଦ୍ର ମେହେର। ତାଙ୍କ ଘର ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଜମଘାଟି ଗାଁରେ। [more…]

1 min read
Latest ଆଞ୍ଚଳିକ ଓଡ଼ିଶା ଶବ୍ଦ ସ୍ଵତନ୍ତ୍ର

ଆଣ୍ଟିବାୟୋଟିକ ନେଲା ଜୀବନ; ଡାକ୍ତରଖାନାରେ ଗ୍ରାମରଖି ମୃତ

ଆଣ୍ଟିବାୟୋଟିକ ଇଞ୍ଜେକ୍ସନ ନେଇ ଗ୍ରାମରଖିଙ୍କ ଡାକ୍ତରଖାନାରେ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଣପୁର ଡାକ୍ତରଖାନାରେ। ବାଣପୁର ଥାନା କୋଳଥଦିହ ଗାଁର ପାଣ୍ଡବ ନାୟକଙ୍କ ହାତରେ ଥିବା ଏକ ବଥକୁ ଡ୍ରେନ କରିବା ପାଇଁ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ସ୍କୁଲ ଗେଟ୍ ପଡ଼ି ଚାଲିଗଲା ଶିଶୁର ଜୀବନ

ଶବ୍ଦ ଓଡିଶା ବ୍ୟୁରୋ: ସ୍କୁଲ ଗେଟ୍ ପଡ଼ି ୭ ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲ୍ଲା ଆଠଗଡ଼ ବ୍ଲକ ଆଙ୍କୁଲା ସତ୍ୟବାଦୀ ନୋଡାଲ ୟୁପି ସ୍କୁଲରେ। ମୃତ [more…]

1 min read
Latest ଆଞ୍ଚଳିକ ଓଡ଼ିଶା

ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌ ଭ୍ୟାନ; ୩ ମୃତ

ଶବ୍ଦ ଓଡିଶା ବ୍ୟୁରୋ: କଟକ ଜିଲ୍ଲା ଚଣ୍ଡିଖୋଲ – ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଚାରିନଙ୍ଗଳଠାରେ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଘରୋଇ କହଳକୁ କେନ୍ଦ୍ର କରି ଏସିଡ୍ ଆକ୍ରମଣ, ୪ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ: ଘରୋଇ କହଳକୁ କେନ୍ଦ୍ର କରି ଏସିଡ୍ ଆଟାକ୍ । ଏସିଡ୍ ମାଡ଼ରେ ୪ ଜଣ ଗୁରୁତର ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି, ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ସାହୁପଡ଼ା [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦିନରେ ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା [more…]

0 min read
Latest ଆଞ୍ଚଳିକ ଓଡ଼ିଶା

୪ ଜିଲ୍ଲାକୁ କୁଆପଥର ବର୍ଷା ଆଶଙ୍କା, ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ୪ଟି ଜିଲ୍ଲାରେ ଆଜି କୁଆପଥର ସହ ଝଡ ବର୍ଷା ହେବାର ଆଶଙ୍କା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ, [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢ଼ିଲା, ଏପ୍ରିଲ ପହିଲାରୁ ଲାଗୁ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୨ଟଙ୍କା ବୃଦ୍ଧି [more…]