ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଦିନ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟ୍କୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା…
ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଦିନ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟ୍କୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା…
ଜୟପୁରରେ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡ଼ି ରହିଥିବା ଓଏସଆରଟି ବସଷ୍ଟାଣ୍ଡ ତୁରନ୍ତ ନିର୍ମାଣ ନେଇ ଆଜି କୋରାପୁଟ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କୁ ଜୟପୁର ଜନ କଲ୍ୟାଣ ମଞ୍ଚ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ପତ୍ରରେ ଦର୍ଶାଯାଇଛି…
ଲାଞ୍ଚ ନେଇ ଧରା ପଡ଼ିଲେ ସିଡିପିଓ ଏବଂ କିରାଣୀ। ଅଙ୍ଗନବାଡି କର୍ମୀ ପଦବୀ ନିମନ୍ତେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ସିଡିପିଓଙ୍କ କିରାଣୀ ଅଶ୍ଵିନୀ କୁମାର ପ୍ରଧାନ ଜୟପୁର ଭିଜିଲାନ୍ସ ଦ୍ଵାରା ଧରାପଡ଼ିଛନ୍ତି। ଏହି ଲାଞ୍ଚ ଘଟଣା ରେ ସଂପୃକ୍ତ ସିଡିପିଓ…
ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧକ୍ଷତାରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ସଭାଗୃହରେ ରଥଯାତ୍ରା-୨୦୨୩ ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଥିଲା। ଏହି…
କୋଭିଡ଼୍ ୧୯ ପରଠାରୁ ସୁନାବେଡ଼ା ହାଲ ନିକଟସ୍ତ ଡୁମୁରିପୁଟ ରେଳ ଷ୍ଟେସନରେ ହୀରାଖଣ୍ଡ ଏକ୍ସପ୍ରେସ ଓ ପାସେଞ୍ଜର ରେଳ ରହଣି ବନ୍ଦ ହୋଇଯାଇଛି। ଦୀର୍ଘ ତିନି ବର୍ଷ ଧରି ଏହି ସେବା କୋରୋନା ମହାମାରୀ ଯୋଗୁଁ ରେଳ ବିଭାଗ ପକ୍ଷରୁ ବନ୍ଦ…
ରାୟଗଡ଼ା :ରାୟଗଡା ଜିଲ୍ଲା ଚନ୍ଦ୍ରଗିରି ବ୍ଲକ ର ପବିତ୍ର ଶିବ ପୀଠ ମୀନାଝୋଲାର ଜନକଲ୍ୟାଣ ଆଶ୍ରମ ପରିସରରେ ଆସନ୍ତା ମଇ 24 ତାରିଖରେ ବୈଦିକ ରୀତି ଅନୁଯାଇ ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ। ସେହିଭଳି 25 ତାରିଖ ରେ…
ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିରରେ ବୁଧବାର ୪ ଘଣ୍ଟା ଶ୍ରୀଜୀୟୁଙ୍କ ଦର୍ଶନ ବନ୍ଦ ରହିବ। ସ୍ନାନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ରତ୍ନବେଦୀରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ। ସଂଧ୍ୟା ୬ଟାରୁ ୪ ଘଣ୍ଟା ଲାଗି…
ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ଠାରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…
ଶବ୍ଦ ଓଡିଶା ବ୍ୟୁରୋ: ବୌଦ୍ଧ ଜିଲ୍ଲା ଚାରିଛକ ତହସିଲ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ସହିତ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ଫଳରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ପୁରୁଣା…
ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମବଙ୍ଗରେ ବଡ଼ଧରଣର ବାଣ ବିସ୍ଫୋରଣ । ମେଦିନୀପୁର ଜିଲ୍ଲାର ଏଗ୍ରାରେ ଏକ ବେଆଇନ ବାଣ କାରଖାନାରେ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଶକ୍ତିଶାଳୀ…