Sun. Nov 29th, 2026

Category: ଆଞ୍ଚଳିକ

୧୨ ଘଣ୍ଟା ହେବ ଆୟତ୍ତ ହେଉନି ଲକ୍ଷ୍ମୀ ମାର୍କେଟ ନିଆଁ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ବଡ଼ଦାଣ୍ଡରେ ଲାଗିଥିବା ନିଆଁ ଆୟତ ହୋଇନି । ଗତକାଲି ରାତିରେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି । ଏପର୍ଯ୍ୟନ୍ତ ନିଆଁକୁ ଆୟତ କରାଯାଇପାରିନାହିଁ । ଅଗ୍ନିଶମ ବାହିନୀ ପକ୍ଷରୁ…

ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ନକ୍ସଲ

ଶବ୍ଦ ଓଡିଶା ବ୍ୟୁରୋ: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ଜଣେ ସରପଞ୍ଚଙ୍କୁ ନକ୍ସଲମାନେ ଗୁଳିକରି ହତ୍ୟା କରିଛନ୍ତି। ମୃତ ସରପଞ୍ଚ ଜଣଙ୍କ ହେଲେ ପୁନେମ୍ ସନ୍ତ୍ରା। ସେ ପୋଙ୍ଗାଭେଜି ପଞ୍ଚାୟତରେ ସରପଞ୍ଚ ଥିଲେ। ଗତକାଲି ରାତିରେ…

ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଧାୟକ ଶାରଦା ନାୟକ ଏନେଇ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ…

ନବ ଦାସଙ୍କ ହତ୍ୟା ମାମଲା: ଆଉ ମୁହଁ ଖୋଲିବେନି ନରସିଂହ ମିଶ୍ର

ଶବ୍ଦ ଓଡିଶା ବ୍ୟୁରୋ: ନବ ଦାସଙ୍କ ହତ୍ୟା ମାମଲାରେ ଆଉ ମୁହଁ ଖୋଲିବେନି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସେ ଏନେଇ ଲାଇଭ୍ କାର୍ଯ୍ୟକ୍ରମରେ କହିଛନ୍ତି । ନବ ଦାସଙ୍କ ଉପରେ ତାଙ୍କର ଟିପଣୀକୁ ନେଇ ନବଙ୍କ…

ରଙ୍ଗର ପର୍ବ ହୋଲି: ଗାଁଠୁ ସହର ସବୁଠି ହୋଲିର ରଙ୍ଗ

ଶବ୍ଦ ଓଡିଶା ବ୍ୟୁରୋ: ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମେ ।…

ଯାତ୍ରା ମଞ୍ଚରେ ପରିବେଷଣ ହେବନି ଅଶ୍ଲୀଳ ଡ୍ୟାନ୍ସ, ନିୟମ ନମାନିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଶବ୍ଦ ଓଡ଼ିଶା ବ୍ୟୁରୋ: ଯାତ୍ରା ମଞ୍ଚରେ ଆଉ ପରିବେଷଣ ହେବ ନାହିଁ ଅଶ୍ଳୀଳ ନୃତ୍ୟ । ଦ୍ୱିଅର୍ଥବୋଧକ ସଂଳାପ କହିପାରିବେନି କଳାକାର । ମେଲୋଡି କିମ୍ବା ନାଟକ ପରିବେଷଣ ସମୟରେ କଳାକାର ଓଡ଼ିଶାର ଗୌରବମୟ ସଂସ୍କୃତିକୁ ସମ୍ମାନ ଜଣାଇବେ ।ଯାତ୍ରାରେ ବଢୁଥିବା…

ଗଛରେ ପିଟି ହୋଇଗଲା ବାଇକ୍‌, ଜଣଙ୍କ ମୃତ୍ୟୁ

ଶବ୍ଦ ଓଡ଼ିଶା ବ୍ୟୁରୋ: ନୟାଗଡ ଜିଲ୍ଲା ନୂଆଗାଁ ବରଡାଖେମଣ ଜଙ୍ଗଲ ରାସ୍ତାରେ ଗତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ବାଇକ୍‌ ଆରୋହୀଙ୍କ ଜୀବନ ଯାଇଛି। ଭାରସାମ୍ୟ ହରାଇ ବାଇକଟି ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ବୁର୍ଲା ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣା: ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଶବ୍ଦ ଓଡ଼ିଶା ବ୍ୟୁରୋ: ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ପ୍ରୀତିମାନ ଓ ମାନସଙ୍କ ମିଛ ଧରା ପରୀକ୍ଷା ରିପୋର୍ଟ ବୁର୍ଲା ପୋଲିସକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି । ଏକ ବନ୍ଦ…

ଭୂଷଣ୍ଡପୁର ବାଣ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଶବ୍ଦ ଓଡ଼ିଶା ବ୍ୟୁରୋ: ଖୋର୍ଦ୍ଧା ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୂଷଣ୍ଡପୁର ଗାଁର ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ…

ପବିତ୍ର ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ

ଶବ୍ଦ ଓଡ଼ିଶା ବ୍ୟୁରୋ: ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା, ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରାମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯାଉଛି। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କ ସହ ଫଗୁ…