Sun. Nov 29th, 2026

Category: ଆଞ୍ଚଳିକ

ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଶବ୍ଦ ଓଡ଼ିଶା ବ୍ୟୁରୋ: ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବ । ହାଇଦ୍ରାବାଦରୁ ମରଶରୀର ଭୁବନେଶ୍ୱରରେ ପହଞ୍ଚିବା ପରେ ଭୁବନେଶ୍ୱର କିମ୍ସ ଶବଗୃହରେ ରଖାଯାଇଛି । ଆଜି ଭୁବନେଶ୍ୱର ସ୍ଥିତ ବାସଭବନରେ ମରଶରୀର ଶେଷଦର୍ଶନ ପାଇଁ ରହିବ…

ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ମରଶରୀର, ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ହେବ ଅନ୍ତିମ ସତ୍କାର

ଭୁବନେଶ୍ବରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ମରଶରୀର, ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ହେବ ଅନ୍ତିମ ସତ୍କାର । ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କର ମରଶରୀର ଆଜି ରାତିରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ବିମାନବନ୍ଦରରେ ପହଞ୍ଚିଲା ପରେ ପିଣ୍ଟୁ ନନ୍ଦଙ୍କର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଚାଚେରୀ ବେଶ

ଫାଲଗୁନ ଶୁକ୍ଳ ଦଶମୀଠାରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ପାଞ୍ଚଦିନ ଧରି ରତ୍ନ ସିଂହାସନରେ ଉପବିଷ୍ଟ ଶ୍ରୀବିଗ୍ରହମାନଙ୍କର “ଚାଚେରୀ ବେଶ “ଅନୁଷ୍ଠିତ ହୋଇଥାଏ। ଉକ୍ତ ଦିନ ମାନଙ୍କରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଏହି ବେଶ କରାଯାଇଥାଏ। ଏହି ବେଶରେ ପ୍ରଥମେ…

ଲାଖ ଚାଷ ଉପରେ ସି ଡ଼ି ଓ ଙ୍କ ଗୁରୁତ୍ୱାରୋପ

ନବରଙ୍ଗପୁର- ନବରଙ୍ଗପୁର ସି ଡ଼ି ଓ ଅନନ୍ୟା ଦାଶ, ଗୁରୁବାର ଦିନ ଚନ୍ଦାହାଣ୍ଡି ଗସ୍ତ କରିଛନ୍ତି । ଗତ କିଛି ଦିନ ତଳେ ନିର୍ମାଣ ସମାପ୍ତ ହୋଇଥିବା ବ୍ଲକ ପରିସର ଶିଶୁ ଉଦ୍ୟାନ, ଧୋଡ଼ିପାଣି ସାପ୍ତାହିକ ହାଟ, ଖଲିଆ ବନ୍ଦ ର…

ନବ ବିବାହିତା ସ୍ତ୍ରୀ ନିଖୋଜ ,ସ୍ୱାମୀ ର ଥାନା ରେ ଏତଲା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ବରୀଗୁଡା ଗ୍ରାମ ର ନବ ବିବାହିତା ବହୁ ସାଇରା ବାନୋ (22,ବୁଧବାର ଦିନ ରାତିରେ କୁଆଡେ ଘରୁ ଚାଲି ଯାଇଥିବା ନେଇ ସ୍ୱାମୀ ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି ।ଏ ନେଇ ଚନ୍ଦାହାଣ୍ଡି…

ସ୍ୱାମୀ-ସ୍ତ୍ରୀଙ୍କୁ ଗଳାକାଟି ହତ୍ୟା, ଘଟଣାସ୍ଥଳରେ ପୁଲିସର ଛାନଭିନ

ଶବ୍ଦଓଡ଼ିଶା ବ୍ୟୁରୋ: ସୋରରେ ଦମ୍ପତିଙ୍କୁ ଗଳାକାଟି ହତ୍ୟା । ଜିଲ୍ଲାର ସବିରା ଗାଁରେ ଏଭଳି ଘଟଣା ଘଟିଛି । ସ୍ୱାମୀ ରଘୁନାଥ ବେହେରା ଓ ସ୍ତ୍ରୀ ପ୍ରଭାତୀ ଘରଠାରୁ ୫୦୦ ମିଟର ଦୂରରେ ନିଜ ଫାର୍ମକୁ ଆସିଥିବା ବେଳେ କିଛି ଅଜଣା…

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା

ଶବ୍ଦଓଡ଼ିଶା ବ୍ୟୁରୋ: ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା। କଳାରେ ୨ଲକ୍ଷ ୧୯ହଜାର ୧୧୦ ଏବଂ ବାଣିଜ୍ୟରେ ୨୩,୧୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ…

ପିଣ୍ଟୁ ନନ୍ଦଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଶବ୍ଦଓଡ଼ିଶା ବ୍ୟୁରୋ: ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ । ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ…

ପିଣ୍ଟୁ ନନ୍ଦଙ୍କ ପରଲୋକ, ଲିଭର୍ ସିରୋସିସ୍ ରୋଗରେ ଥିଲେ ପୀଡିତ ।

ଶବ୍ଦଓଡ଼ିଶା ବ୍ୟୁରୋ: ଆଉ ନାହାନ୍ତି ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ । ମାତ୍ର ୪୫ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏ ନେଇ…

ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶବ୍ଦମିଡ଼ିଆ ବ୍ୟୁରୋ: ମୁମ୍ବାଇ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ତଥା ଏମଡି ମୁକେଶ ଆମ୍ବାନୀଙ୍କୁ ଭେଟିଛନ୍ତି । ପୁଞ୍ଜି ନିବେଶ କ୍ଷେତ୍ରରେ ଓଡ଼ିଶାକୁ ମଜବୁତ କରିବା ଏବଂ ଓଡ଼ିଶାକୁ ନିବେଶର ଏକ ଉତ୍ତମ ସ୍ଥାନ ଭାବେ…