ରାଜ୍ୟରେ ଆଜିଠାରୁ ବର୍ଷା! ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ହୋଇପାରେ ବର୍ଷା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି…