Sun. Nov 29th, 2026

Category: ଆଞ୍ଚଳିକ

କଟକରୁ ଜବତ ହେଲା ନକଲି ଔଷଧ

ଶବ୍ଦମିଡ଼ିଆ ବ୍ୟୁରୋ: କଟକରୁ ପୁଣି ନକଲି ମେଡିସିନ୍ ଜବତ ହୋଇଛି । ଝାଡା ରୋଗ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହାର ହେଉଥିବା ୨ ଲକ୍ଷ ନକଲି ‘ଓ-୨’ ଔଷଧ ଜବତ କରାଯାଇଛି । ପ୍ରାୟ ୧୨ ଶହ ଷ୍ଟ୍ରିପ୍ ନକଲି ‘ଓ-୨’…

ଓଡିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । ପୁରସ୍କାର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ

ଶବ୍ଦମିଡ଼ିଆ ବ୍ୟୁରୋ: କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ମୁମ୍ବାଇରେ ଆୟୋଜିତ ‘Sportstar Aces-2023 Awards’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…

ସୁରେଶ ମହାପାତ୍ର OERC ଚେୟାରମ୍ୟାନ୍ ନିଯୁକ୍ତ

ଶବ୍ଦମିଡ଼ିଆ ବ୍ୟୁରୋ: ସୁରେଶ ମହାପାତ୍ର ହେବେ OERC ଚେୟାରମ୍ୟାନ୍ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ସୁରେଶ ମହାପାତ୍ର ଏବେ ଓଡ଼ିଶା ମୁଖ୍ୟ ଶାସନ…

ଗୁଳିମାଡ଼ରେ ଢାବା ମାଲିକ ମୃତ

ଶବ୍ଦମିଡ଼ିଆ ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ମାଲଦା ଗ୍ରାମର ସରକାରୀ ଧର୍ମକଣ୍ଟା ନିକଟରେ ଥିବା ଏକ ଢାବାର ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳିମାଡ଼ରେ ତାଙ୍କର ଜଣେ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ରମେଶ…

ବାଲେଶ୍ୱରରେ ସ୍ୱାମୀର ଏସ୍‌ଡ ମାଡ଼ରେ ସ୍ତ୍ରୀ ମୃତ

ଶବ୍ଦମିଡ଼ିଆ ବ୍ୟୁରୋ: ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରାରେ ସ୍ତ୍ରୀ ସମେତ ୪ ଜଣଙ୍କୁ ସ୍ୱାମୀର ଏସିଡ୍ ମାଡ଼ ଘଟଣାରେ ସ୍ତ୍ରୀ ମୃତ । କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀର ମୃତ୍ୟୁ ହୋଇଛି। ଗତ ୨୦ରେ ଏହି ଏସ୍‌ଡ ମାଡ଼ ଘଟଣା…

ଅବସର ପ୍ରାପ୍ତ ଅଙ୍ଗନବାଡ଼ି କର୍ମୀ ଦାୟିତ୍ୱ ନଦେବାରୁ ହଇରାଣ ରେ ନୂତନ ଅଙ୍ଗନବାଡି କର୍ମୀ

ଶବ୍ଦମିଡ଼ିଆ ବ୍ୟୁରୋ:ଚନ୍ଦାହାଣ୍ଡି 26/2(ଆ ପ୍ର )–ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଜମାଦାରପଡା ଅଧିନ କୋନ୍ଧିଓଡା ଅଙ୍ଗନବଡି କେନ୍ଦ୍ର ର ଅଵସର ପ୍ରାପ୍ତ ଅଙ୍ଗନୱାଡି କର୍ମୀ ଶ୍ରୀମତୀ ରତ୍ନା ଖରସେଲ କେନ୍ଦ୍ର ର କୌଣସି ଆସବାପତ୍ର, ଖେଳନାସାମଗ୍ରୀ, ଓଜନ ଯନ୍ତ୍ର, ନୂତନ ଭାବରେ…

ଦେଓମାଳିରେ ଡେଷ୍ଟିନେସନ ୱେଡିଂ। ପର୍ଯ୍ୟଟନ ବିଭାଗରେ ‘ସପ୍ତାହନ୍ତ ପର୍ଯ୍ୟଟନ’ ଯୋଜନା ପ୍ରସ୍ତୁତ।

ଶବ୍ଦମିଡ଼ିଆ ବ୍ୟୁରୋ: ରାଜ୍ୟର ସବୁଠାରୁ ସୁନ୍ଦର ପର୍ବତ ଦେଓମାଳି। ‘ଦେଓମାଳି ପର୍ବତ ଶିଖର’କୁ ଓଡ଼ିଶାର ‘ୱେଡିଂ ଡେଷ୍ଟିନେସନ୍‌’ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଡେଷ୍ଟିନେସନ୍‌ ୱେଡିଂ ଏବେ ଓଡ଼ିଶାବାସୀଙ୍କ ପାଇଁ ଆଉ ସ୍ବପ୍ନ ‌‌ହୋଇରହିବ ନାହିଁ।…

ସଡ଼କ ଦୁର୍ଘଟଣାରେ: ୨ ମୃତ, ୬ ଆହତ

ଶବ୍ଦମିଡ଼ିଆ ବ୍ୟୁରୋ: ରାଜ୍ୟର ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ସକାଳେ ପୁରୀ ଜିଲ୍ଲା ବ୍ରହ୍ମଗିରି-ଡେଲାଙ୍ଗ ରାସ୍ତାର ମଣପଡ଼ା ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି।…

କେନ୍ଦୁଝର ଘରୋଇ କଲେଜ ହଷ୍ଟେଲରୁ ୪ଛାତ୍ର ନିଖୋଜ

ଶବ୍ଦମିଡ଼ିଆ ବ୍ୟୁରୋ: କେନ୍ଦୁଝରର ଘରୋଇ କଲେଜ ହଷ୍ଟେଲରୁ ୪ ଜଣ ଛାତ୍ର ନିଖୋଜ। ଏନେଇ ଟାଉନ ଥାନାରେ ଏତଲା ଦେଇଛନ୍ତି ପରିବାର ଲୋକେ । ଟାଉନ ଥାନା ବଡହଳ ସ୍ଥିତ କେଏସଇ କଲେଜ ହଷ୍ଟେଲରୁ ୪ଜଣ ଛାତ୍ର କୁଆଡେ ଚାଲିଯାଇଥିବା ଜଣାପଡିଛି…

୪ ଦିନିଆ ରିମାଣ୍ଡରେ ଟେକ୍ନିକାଲ ଅଫିସର ବାବୁରାମ ଦେ

ଶବ୍ଦମିଡ଼ିଆ ବ୍ୟୁରୋ: ଚାନ୍ଦିପୁର ଆଇଟିଆରରୁ ପାକିସ୍ତାନକୁ ପ୍ରତିରକ୍ଷା ତଥ୍ୟ ଲିକ୍ ମାମଲାରେ ଟେକ୍ନିକାଲ ଅଫିସର ବାବାରାମଙ୍କୁ ୪ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୋଲିସ । ବାବୁରାମଙ୍କ ସହ ତାଙ୍କ ବିଭାଗରେ କାମ କରୁଥିବା ଆଇଟିଆରର କିଛି ଅଧିକାରୀ ଓ କର୍ମଚାରୀଙ୍କୁ…