Mon. Nov 30th, 2026

Category: ଆଞ୍ଚଳିକ

କାଳବୈଶାଖୀ ପାଇଁ ବଦଳିଲା ପାଣିପାଗ, ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଦଳିଛି ପାଣିପାଗ । ତାତିରୁ ମିଳିଛି ସାମୟିକ ଆଶ୍ୱସ୍ତି । ଥଣ୍ଡା ପବନ ଓ କିଛି ସ୍ଥାନରେ ହାଲୁକା ବର୍ଷା ଯୋଗୁଁ ରାଜ୍ୟର ସମସ୍ତ ସ୍ଥାନରେ ୪୦ଡିଗ୍ରୀ ତଳେ ରହିଛି ତାପମାତ୍ରା । ଆଂଚଳିକ ପାଣିପାଗ ବିଭାଗର…

ଝାରସୁଗୁଡ଼ା ଭୋଟ୍ ପାଇଁ ୧୦ରେ ସରକାରୀ ଛୁଟି

ଶବ୍ଦ ଓଡିଶା ବ୍ୟୁରୋ: ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ମେ’ ୧୦ତାରିଖରେ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏହି ଛୁଟି ସଂକ୍ରାନ୍ତରେ ଆଜି ବିଧିବଦ୍ଧ…

ଆଜି ପବିତ୍ର ଇଦ୍ ଉଲ୍ ଫିତର

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଇଦ୍‌ ଉଲ୍ ଫିତର୍। ଇସଲାମ ଧର୍ମାବଲମ୍ବୀଙ୍କ ସବୁଠୁ ବଡ଼ ପର୍ବ। ଏଥିପାଇଁ ସାରା ଦେଶରେ ଉତ୍ସବମୁଖର ପରିବେଶ। ଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇ ସମେତ ଓଡ଼ିଶାରେ ବି ପାଳନ ହେଉଛି ଇଦ୍। ଗତକାଲି ଶେଷ ରୋଜା…

ଭୁବନେଶ୍ୱରରେ ପହଞ୍ଚିଲା ସହିଦ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର

ଶବ୍ଦ ଓଡିଶା ବ୍ୟୁରୋ: ଜମ୍ମୁ-କଶ୍ମୀର ପୁଞ୍ଚ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିଛି। ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସହିଦଙ୍କୁ ଗାର୍ଡ…

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଶବ୍ଦ ଓଡିଶା ବ୍ୟୁରୋ: ଆଗାମୀ ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ଶ୍ରୀଜୀୟୁମାନଙ୍କ ଚନ୍ଦନ ଯାତ୍ରା । ଚଳିତ ମାସ ୨୩ ତାରିଖରୁ ମଇ ମାସ ୧୨ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ…

ମେ’ ୯ ତାରିଖରେ ବାରିପଦା ଆସିବେ ରାଷ୍ଟ୍ରପତି

ଶବ୍ଦ ଓଡିଶା ବ୍ୟୁରୋ: ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।ପୂର୍ବରୁ…

ଜମ୍ମୁକାଶ୍ମୀର ପୁଞ୍ଚରେ ଓଡିଆ ଯବାନ ଦେବାଶିଷ ବିଶ୍ୱାଳ ସହିଦ

ଶବ୍ଦ ଓଡିଶା ବ୍ୟୁରୋ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏଥିରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ସହିଦ ହୋଇଥିବା ୫ ଯବାନଙ୍କ ମଧ୍ୟରେ ଜଣେ ଓଡିଆ ଯବାନ ରହିଛନ୍ତି ।…

ଆଜିଠୁ ତାତିରୁ ମିଳିବ ଆଶ୍ୱସ୍ତି, କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ

ଶବ୍ଦ ଓଡିଶା ବ୍ୟୁରୋ: ସଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି । ଆଜିଠାରୁ ବିଭିନ୍ନ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି…

ପିପିଲିରୁ ୭ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ

ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାର୍ଡ ଉପ-ନିରୀକ୍ଷକ ଶ୍ରୀ ସିଦ୍ଧେଶ୍ବର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇଥିଲା। ପିପିଲି ଥାନା ଅନ୍ତର୍ଗତ ଲୋଟସ ମଣ୍ଡପ, ଦାଣ୍ଡମୁକୁନ୍ଦପୁର ସାମ୍ନାରେ…

ହରେକୃଷ୍ଣ ବସ୍ତିରେ ଖୋଲିଲା ବର୍ଣ୍ଣବୋଧ ପାଠଶାଳା, ଯଶୋଦା ମା ଫାଉଣ୍ଡେସନର ନୂଆ ପ୍ରୟାସ

ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯଶୋଦା ମା ଫାଉଣ୍ଡେସନ ତରଫରୁ ଭୁବନେଶ୍ୱରର ହରେକୃଷ୍ଣ ବସ୍ତିରେ ନୂଆ ବର୍ଣ୍ଣବୋଧ ପାଠଶାଳା ଆରମ୍ଭ ହୋଇଛି । ଓଡିଆ ଭାଷାରେ କହିବା ,ଲେଖିବା ସହ ସାଧାରଣ ଜ୍ଞାନ,ସଙ୍ଗୀତ,ନୃତ୍ୟ ଭଳି ପ୍ରତିଭାକୁ ନେଇ ପାଠଶାଳାରେ ନିଜ ଅବସର ବେଳେ…