ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: ସମଗ୍ର ରାଜ୍ୟରେ ଆଜି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ବିଶେଷ କରି ବାଲେଶ୍ୱର,…
ଶବ୍ଦ ଓଡିଶା ବ୍ୟୁରୋ: ସମଗ୍ର ରାଜ୍ୟରେ ଆଜି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ବିଶେଷ କରି ବାଲେଶ୍ୱର,…
ଶବ୍ଦ ଓଡିଶା ବ୍ୟୁରୋ: ଆଲବମ୍ ଅଭିନେତ୍ରୀ ରୁଚିସ୍ମିତା ଗୁରୁଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବଲାଙ୍ଗୀର ସହର ସୁଦପଡ଼ା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ପାରିପାର୍ଶ୍ୱିକ ଅବସ୍ଥାରୁ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି । ତେବେ…
ଜନ୍ମମାଟିରେ କବି ତପନ ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି । ଶ୍ରୀଜଗନ୍ନାଥଙ୍କ ହୃଦୟସ୍ପର୍ଶୀ କାଳଜୟୀ ଜଣାଣ “ମୁଁ ଆସିଛି ଦେଖି ତୋ କଳା ବଦନ କୁ ” ର ରଚୟିତା , ଓଡ଼ିଶାର ପ୍ରଖ୍ୟାତ କବି, ଗାଳ୍ପିକ, ନାଟ୍ୟକାର, ଔପନ୍ୟାସିକ ତପନ ପଟ୍ଟନାୟକଙ୍କ…
ଓଡ଼ିଆ ଭାଷାକୁ ଆଦର ଓ ଅକ୍ଷରକୁ ପରିଚୟ ପାଇଁ ଭୁବନେଶ୍ୱରର ଯଶୋଦା ମା ଫାଉଣ୍ଡେସନ ତରଫରୁ ଆରମ୍ଭ ହୋଇଛି ବର୍ଣ୍ଣବୋଧ ପ୍ରତିଯୋଗିତା। ଉତ୍କଳ ଦିବସ ଅବସରରେ ନୀଳାଦ୍ରି ବିହାର ଅଞ୍ଚଳର ୪ଟି ବସ୍ତିର ଛୋଟ ବଡ ପିଲା ଏଥିରେ ଭାଗ ନେଇଥିଲେ।…
ଶବ୍ଦ ଓଡିଶା ବ୍ୟୁରୋ: ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟ ପଦ ଯିବା ପରେ ରଣହୁଙ୍କାର ଦେଇଛି କଂଗ୍ରେସ । ଆଜି ବିଭିନ୍ନ ରାଜ୍ୟରେ କଂଗ୍ରେସ ସତ୍ୟାଗ୍ରହ କରିବ । ଆନ୍ଧ୍ରପ୍ରଦେଶ, ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ କଂଗ୍ରେସ ପକ୍ଷରୁ ଏନେଇ ଘୋଷଣା…
ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯିବେ । ପ୍ରଥମେ କବିସୂର୍ଯ୍ୟନଗର ଗସ୍ତ କରିବା ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁର ରହିଛି । ଜିଲ୍ଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ…
ଶବ୍ଦ ଓଡିଶା ବ୍ୟୁରୋ: ରାଜଧାନୀରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଜିତେନ୍ଦ୍ର ପଲେଇଙ୍କୁ ଏନକାଉଣ୍ଟର କରିଛି କମିଶନରେଟ ପୁଲିସ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଉପକଣ୍ଠ ବାଙ୍କୁଆଳ ନଦୀଘାଟ ନିକଟରେ କମିଶନରେଟ ପୁଲିସର ସ୍ୱତନ୍ତ୍ର ସ୍କ୍ୱାଡ୍ ଏହି ଏନକାଉଣ୍ଟର କରିଛି…
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ଦୁଇ ଦିନ ଘଡ଼ ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ । ଆଜି ଏବଂ ଆସନ୍ତାକାଲି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ ଘଂଟାପ୍ରତି…
ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ। ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ସଭାପତି ନିର୍ବାଚିତ। ବିଦ୍ୟାଧର ପ୍ରଧାନ ଉପସଭାପତି ଓ ଚିତ୍ତରଞ୍ଜନ ସ୍ବାଇଁ ସମ୍ପାଦକ। ଦେବାଶିଷ ନନ୍ଦ-ଯୁଗ୍ମ ସମ୍ପାଦକ, ଦେବାଶିଷ। ସ୍ଵାଇଁ-ସହସମ୍ପାଦକ। ଜାନକୀକାନ୍ତ ମହାପାତ୍ର ଲାଇବ୍ରେରୀ ସହ-ସମ୍ପାଦକ ନିର୍ବାଚିତ।
ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲିଲା । ମାତ୍ର ତିନିମାସର ବ୍ୟବଧାନ ପରେ ମା’ ଭଗବତୀଙ୍କ ଭିତରକାଠହୁଣ୍ଡି ଖୋଲା ଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ସଭ୍ୟ ମଣ୍ଡଳ ଉନ୍ନୟନ ଅଧିକାରୀ ବୁଲ୍ବୁଲ୍ ବେହେରା , ବିଜ୍ଞାପିତ ଅଞ୍ଚଳ…