Thu. Oct 15th, 2026

Category: ଆଞ୍ଚଳିକ

କୋର୍ଣ୍ଣାକୋଣ୍ଡାମାଳି ପାହାଡକୁ ରାସ୍ତା ନାଁରେ ସ୍ୱତନ୍ତ୍ର ଉନ୍ନୟନ ପାଣ୍ଠିର ଅର୍ଥ ଆତ୍ମସାତ ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

କୋରାପୁଟ: କୋରାପୁଟ ଜିଲ୍ଲାର ନାରାୟଣ ପାଟଣା ବ୍ଲକ ର ତଳଗୁମାଣ୍ଡି ଅନ୍ତର୍ଗତ ଭିତରପୋଡା ସ୍ଥିତ କୋର୍ଣ୍ଣାକୋଣ୍ଡାମାଳି ବକ୍ସାଇଟ ପାହାଡ଼କୁ ସଂଯୋଗ ପାଇଁ ନାଲକୋ ଦ୍ୱାରା ପ୍ରଦତ୍ତ ପାରିପାର୍ଶ୍ଵିକ ପାଣ୍ଠିରୁ କୋରାପୁଟ ଜିଲା ପରିଷଦ କାର୍ଯ୍ୟାଳୟ ଚିଠି ନମ୍ବର ୧୩୮୬ ତାରିଖ ୩୦.୦୩.୨୨ରେ…

ବିଜେଡିରେ ଯୋଗ ଦେବେ ଭିକେ ପାଣ୍ଡିଆନ!

Odisha CM Naveen Patnaik’s aide V K Pandian to join BJD https://t.co/dAZeizC5ubDownload the TOI app now:https://t.co/xG6Yc8zKfl — TOI Bhubaneswar (@TOIBhubaneswar) November 10, 2023 ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଖୁବ୍…

ମାଣ୍ଡିଆ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ମାଣ୍ଡିଆ ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆମ ପାରମ୍ପରିକ ଖାଦ୍ୟ ଭାବେ ମାଣ୍ଡିଆର ଅନେକ ମହତ୍ବ ରହିଛି। ଏଥିରେ ଥିବା ପୁଷ୍ଟିତତ୍ତ୍ଵର ତୁଳନା ନାହିଁ। ଦୈନନ୍ଦିନର ଖାଦ୍ୟରେ ଏହାର ବ୍ୟବହାର, ଉତ୍ତମ ସ୍ୱାସ୍ଥ୍ୟ…

ବଦଳିବ ପାଣିପାଗ,ବଢିବ ଥଣ୍ଡା

ଆଜିଠୁ ରାଜ୍ୟରେ ବଦଳିବ ପାଗ । କମିବ ତାତି, ବଢିବ ଥଣ୍ଡା । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ପାରଦ । ଫଳରେ ସାରା ରାଜ୍ୟରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ…

ଆନ୍ଧ୍ର କରିବ ଶକ୍ତି ପ୍ରକଳ୍ପ: ବିସ୍ଥାପିତ ହେବେ ଓଡିଶା କୋଟିଆ ପଂଚାୟତର ୧୨ଟି ଗାଁ

କୋରାପୁଟ: ଆନ୍ଧ୍ରର କୁରୁକୁଟି ଓ କାରିଭାଲାସା ପମ୍ପଚାଳିତ ଜଳଭଣ୍ଡାର ଶକ୍ତି ପ୍ରକଳ୍ପ (ପିଏଚ୍‌ଏସ୍‌ପିପି)କୁ ନେଇ ଶଙ୍କା ଓ ଦ୍ବନ୍ଦ୍ବ ବଢ଼ିବାରେ ଲାଗିଛି। ବିଭିନ୍ନ ମହଲରେ ପ୍ରବଳ ବିରୋଧ ସତ୍ତ୍ବେ ଆନ୍ଧ୍ର ସରକାର ପ୍ରକଳ୍ପକୁ ବାସ୍ତବ ରୂପ ଦେବାପାଇଁ ପୂରା ଜୋର ଲଗାଇ…

ଶତାଧିକ ନକ୍ସଲ ଜଙ୍ଗଲରେ ଲୁଚି ପଳାଇଥିବା ବେଳେ ,ଚିତ୍ର ଡ୍ରୋନ କ୍ୟାମେରାରେ କଏଦ

ପୁଲିସ୍‌- ନକ୍ସଲ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଲେ ନକ୍ସଲ। ଶତାଧିକ ନକ୍ସଲ ଜଙ୍ଗଲରେ ଲୁଚି ପଳାଇଥିବା ବେଳେ ତାର ଚିତ୍ର ଡ୍ରୋନ କ୍ୟାମେରାରେ କଏଦ ହୋଇଛି। ଛତିଶଗଡ ଗଙ୍ଗାଲୁରରେ ଘଟିଛି ଏହି ଘଟଣା। ଖସି ଯାଉଥିବା ନକ୍ସଲମାନେ ୨ ଗୁରୁତର…

ବର୍ଣ୍ଣବୋଧ ପାଠଶାଳାରେ କୁନି କୁନି ପିଲାଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଆୟୋଜିତ

ଭୁବନେଶ୍ୱରର ନୀଳାଦ୍ରିବିହାର ନିକଟ ପଣ୍ଡାପାର୍କ ବସ୍ତିରେ ଯଶୋଦା ମା ଫାଉଣ୍ଡେସନ ତରଫରୁ ପରିଚାଳିତ ବର୍ଣ୍ଣବୋଧ ପାଠଶାଳାରେ କୁନି କୁନି ପିଲାଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଆୟୋଜିତ ହୋଇଥିଲା । ବକୃତା,ଚିତ୍ରାଙ୍କନ, ସୁନ୍ଦର ଓଡ଼ିଆ ବର୍ଣ୍ଣବୋଧ ଲିଖନ ଭଳି ପ୍ରତିଯୋଗିତାରେ ଭାଗ ନେଇଥିଲେ…

ନାଗସାପର ଭୟ ଦେଖାଇ ନାବାଳିକା ଶୋଷଣ, ପୀଡ଼ିତାଙ୍କ ପରିବାରକୁ ଭେଟିଲା ସ୍ନେକ ହେଲ୍ପ ଲାଇନ

ନୟାଗଡ଼: ଓଡ଼ଗାଁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ନାଗସାପ ଦ୍ଵାରା ଭୟଭୀତ କରାଇ ଶୋଷଣ କରିବା ମାମଲା ସାମ୍ନାକୁ ଆସିଛି। ଅଭିଯୁକ୍ତ ଜଗନ୍ନାଥ ସାହୁଙ୍କ ବିରୁଦ୍ଧରେ ଜାତିଆଣ ଆକ୍ଷେପ ସହିତ ସଙ୍ଗୀନ ପୋକସୋ ଦଫା ଲଗାଯାଇଛି ଏବଂ ଅଧୁନା ସେ ବିଚାରାଧୀନ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ନେଇ ବାଜିପାରେ ମୋହର

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ପୂର୍ବାହ୍ନ ୧୧ ଟା ୩୦ ମିନିଟରେ ପୁରୀ ବଡ଼ଦାଣ୍ଡ ସ୍ଥିତ ନୀଳଦ୍ରୀ ଭକ୍ତ ନିବାସ ଠାରେ ବସିବ ଏହି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ…

ଭୁବନେଶ୍ୱର ଆର.ବି.ଆଇ ରେ ବଦଳା ଯାଉଥିବା ଟଙ୍କା ୨୦୦୦ ନୋଟ୍ ବିଜେପି ଓ ବିଜେଡ଼ିର କି ? କଂଗ୍ରେସ

ଭୁବନେଶ୍ୱର, ତା. ୦୨.୧୧ : ଆଜି ପ୍ରଦେଶ କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକ ମାନଙ୍କୁ ସମ୍ୱୋଧିତ୍ କରି ପ୍ରଦେଶ କଂଗ୍ରେସ କମିଟି ମୁଖପାତ୍ର ଶ୍ରୀ ରଜନୀ ମହାନ୍ତି କହିଥିଲେ ଯେ, ରାଜ୍ୟ ରାଜଧାନୀର ଛାତି ଉପରେ ଆର.ବି.ଆଇ.…