0 min read
Latest ଆଞ୍ଚଳିକ ଓଡ଼ିଶା

ହେରା ପଞ୍ଚମୀରେ ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ମା’ ଲକ୍ଷ୍ମୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ହେରା ପଞ୍ଚମୀ । ଘୋଷଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଛାଡି ଗୁଣ୍ଡିଚା ମନ୍ଦିର ଚାଲିଯାଆନ୍ତି । ସାଥିରେ ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ବୁଲି ଯାଆନ୍ତି [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଉପଜିଲ୍ଲାପାଳଙ୍କ ଘରୁ ନଗଦ ୩ କୋଟି ୨ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରୁ ଜବତ ହେଲା ନଗଦ ୩ କୋଟି ୩ ଲକ୍ଷ ଟଙ୍କା । ବେନାମୀ ଆକାଉଣ୍ଟରେ ୩୦ ଲକ୍ଷ ଟଙ୍କାର ଇନୋଭା କାର ରହିଛି । [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି: ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ [more…]

0 min read
Latest ଆଞ୍ଚଳିକ ଓଡ଼ିଶା ମୋ ଗାଁ

ଏଣିକି ସମବାୟ ବ୍ୟାଙ୍କରେ ମାଇକ୍ରୋ ଏଟିଏମ୍ ବ୍ୟବସ୍ଥା; ୫ହଜାର ଯାଏଁ ଟଙ୍କା ଉଠାଇ ପାରିବେ ଚାଷୀ

ରାଜ୍ୟର ଚାଷୀଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ରାଜ୍ୟର ପ୍ରତି ସମବାୟ ସମିତିରେ ଗୋଟିଏ ଲେଖାଏଁ ମାଇକ୍ରୋ ଏଟିଏମ୍ ବ୍ୟବସ୍ଥା କରିବାକୁ ଯୋଜନା କରାଯାଉଛି । ସମବାୟ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଜନ୍ମବେଦୀରେ ଚତୁର୍ଦ୍ଧାବିଗ୍ରହ: ଆଜିଠୁ ମିଳିବ ଆଡପ ଅବଢା

ଶବ୍ଦ ଓଡିଶା ବ୍ୟୁରୋ: ଜନ୍ମବେଦୀକୁ ବିଜେ କରିଛନ୍ତି ଶ୍ରୀଜିଉ। ଆଜିଠାରୁ ଭକ୍ତମାନେ ଆଡପ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରିବେ । ସେହିପରି ଆଜି ଗୁଣ୍ଡିଚା ମନ୍ଦିରରୁ ଆଡପ ଅବଢା ବାହାରିବ ।ବିଶ୍ୱାସ ରହିଛି [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ସ୍ମୃତିରଞ୍ଜନ ପ୍ରଧାନ ଗଜପତିର ନୂଆ ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ୨୦୧୨ ବ୍ୟାଚ୍ ଆଇଏଏସ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଗଜପତି ଜିଲ୍ଲାପାଳ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁର ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢାଉ । ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ । ଭଦ୍ରକ, ଭୁବନେଶ୍ୱର ସମେତ [more…]

0 min read
Latest ଆଞ୍ଚଳିକ ଓଡ଼ିଶା

ମାଲକାନଗିରିର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ୱସ୍ତି

ଶବ୍ଦ ଓଡିଶା ବ୍ୟୁରୋ: ବ୍ୟକ୍ତିଗତ ସହାୟକଙ୍କ ମୃତ୍ୟୁ ମାମଲାରେ ମାଲକାନଗିରିର ତତକାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି । ଜିଲ୍ଲାପାଳ ଥିବା ସମୟରେ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ [more…]

1 min read
Latest ଆଞ୍ଚଳିକ ଓଡ଼ିଶା ସହର

ସୁବର୍ଣ୍ଣପୁର ଲଚ୍ଛିପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଲଚ୍ଛିପୁରରେ ପାଳିତ ହେଲା ଆନ୍ତର୍ଜାତୀୟ ଯୋଗ ଦିବସ ।ଲଛିପୁର ସରସ୍ବତୀ ଶିଶୁମନ୍ଦିର ଠାରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ଆନୁକୂଲ୍ୟରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭାରପ୍ରାପ୍ତ ଚିକିତ୍ସା [more…]

1 min read
Latest ଆଞ୍ଚଳିକ ଓଡ଼ିଶା ଟ୍ରାଭେଲ ଷ୍ଟୋରି ମୋ ଗାଁ ସହର

ପବିତ୍ର ରଥଯାତ୍ରା ଅବସରରେ ଆର୍ଯ୍ୟଭୂମି ଲଦାଖ ବହି ପ୍ରକାଶିତ