Sun. Nov 29th, 2026

Category: ଆଞ୍ଚଳିକ

କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର

ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ନୂତନ ଉନ୍ନତ ଅଭିଳାଷ ବା ନୁଆଁ ଓଡ଼ିଶା ଯୋଜନାକୁ ବୈଠକରେ ମଞ୍ଜୁରୀ ମିଳିଛି । ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକ…

ଜନ୍ମମାଟିରେ ପହଞ୍ଚିବ ଶହୀଦ ଯବାନ ସୁଶାନ୍ତଙ୍କ ପାର୍ଥିବ ଶରୀର

ଶବ୍ଦ ଓଡିଶା ବ୍ୟୁରୋ: ଜନ୍ମମାଟିରେ ପହଞ୍ଚିବ ଶହୀଦ ବୀର ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର। ସିଧାସଳଖ କେନ୍ଦୁଝର ଆନନ୍ଦପୁର ସ୍ଥିତ ଜନ୍ମମାଟିକୁ ନିଆଯିବ ସୁଶାନ୍ତଙ୍କ ପାର୍ଥିବ ଶରୀର। ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପରିବାର ବର୍ଗ ଓ…

ଦୁଇ ଦିନ ଘଡଘଡି ସହ ବର୍ଷା, ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆସନ୍ତା ଦୁଇ ଦିନ ଘଡଘଡି ସହ ବର୍ଷା । ଆଜି ୧୧ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ଦୀପିକାଙ୍କ ପୁଅର ବାପା କିଏ, ଆସିଲା ଡିଏନଏ ରିପୋର୍ଟ

ଶବ୍ଦ ଓଡିଶା ବ୍ୟୁରୋ: ବ୍ରହ୍ମପୁର କେ. ଦିନେଶ କୁମାର ଏବଂ ଦୀପିକାଙ୍କ ସମ୍ପର୍କକୁ ନେଇ ସୃଷ୍ଟି ହୋଇଥିବା ହାଇଡ୍ରାମାରେ ଆସିଛି ନୂଆ ଟ୍ୱିଷ୍ଟ। କେ. ଦିନେଶ କୁମାର ଏବଂ ଦୀପିକାଙ୍କ ଡିଏନଏ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ ହିଁ ଦର୍ଶାଯାଇଛି ଜନ୍ମିତ…

ସ୍ୱାଧୀନତା ଦିବସ, ଜାଣନ୍ତୁ ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଶବ୍ଦ ଓଡିଶା ବ୍ୟୁରୋ: ସ୍ୱାଧୀନତା ଦିବସ ପୂର୍ବରୁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ତେବେ ଆସନ୍ତୁ ଜାଣିବା କିଏ କେଉଁଠି କରିବେ ପତାକା ଉତ୍ତୋଳନଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକକନ୍ଧମାଳ – ଜଗନ୍ନାଥ ସାରକା (ଅନୁସୂଚିତ ଜାତି ଓ…

୧୧ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ୧୧ ଓ ୧୨ ତାରିଖ ଦିନ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ବାଲେଶ୍ବର, ଭଦ୍ରକ, ଯାଜପୁର,…

ଆଜିଠୁ ୧୪ ତାରିଖ ମଧ୍ୟରେ ୧୩ ଟ୍ରେନ ବାତିଲ, ଜାଣନ୍ତୁ କାହିଁକି…

ଶବ୍ଦ ଓଡିଶା ବ୍ୟୁରୋ: କଟକ-ପାରାଦୀପ ରେଳ ସେକ୍ସନରେ କଟକ ଏବଂ କନ୍ଦରପୁର ରେଳଷ୍ଟେସନ ମଧ୍ୟରେ ଅଟୋ-ସିଗନାଲ୍ କାମ ହେଉଛି । ଆଜିଠୁ ୧୪ ତାରିଖ ଯାଏ ବାତିଲ ହୋଇଛି ୧୩ ଟ୍ରେନ । ଅଟୋ-ସିଗନାଲିଙ୍ଗର ଆଧୁନିକୀକରଣ କାର୍ଯ୍ୟ ଟ୍ରେନ ଚଳାଚଳର କ୍ଷମତାକୁ…

ବାପାକୁ ମୃତ୍ୟୁ ଦଣ୍ଡ ଓ ପୁଅକୁ ଆଜୀବନ

ଶବ୍ଦ ଓଡିଶା ବ୍ୟୁରୋ: ୨୦୨୦ ମସିହାରେ ସମ୍ୱଲପୁର ଜିଲ୍ଲାରେ ଘଟିଥିବା ଲୋମହର୍ଷଣକାରୀ ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି । ହତ୍ୟାକାରୀ ବାପାକୁ ମୃତ୍ୟୁ ଦଣ୍ଡାଦେଶ ଓ ପୁଅକୁ ଆଜୀବନ ଜେଲ ଶୁଣାଇଲେ କୁଚିଣ୍ଡା ଏଡିଜେ । ଆଜୀବନ ଦଣ୍ଡାଦେଶ ପାଇଥିବା ଅଭିଯୁକ୍ତକୁ…

ଋଷିକୁଲ୍ୟା ଜିଲ୍ଲା ଦାବିରେ ଆଜି ଆସିକା ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଋଷିକୁଲ୍ୟା ଜିଲ୍ଲା ଦାବିରେ ଆଜି ଆସିକା ବନ୍ଦ । ଗଞ୍ଜାମ ଜିଲ୍ଲା ଆସିକା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ…

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ସୁନ୍ଦରଗଡ କେ. ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ଦୁର୍ଘଟଣା । ଏକ ଲୁହା ବୋଝେଇ ଟ୍ରକ୍‌ ଘାଟିରେ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଗାଡ଼ି ଡ୍ରାଇଭର । ଗତକାଲି ବିଳମ୍ବିତ ରାତିରେ…