Sun. Nov 29th, 2026

Category: ଆଞ୍ଚଳିକ

ଖାଦ୍ୟ ସୁରକ୍ଷା ଯୋଜନାରେ ତିଦ୍ଦତୀୟ ଶରଣାର୍ଥୀଙ୍କୁ ସାମିଲର ଦ୍ବିତୀୟ ପର୍ଯ୍ୟାୟ,୫୦୦ ତିଦ୍ଦତୀୟ ଶରଣାର୍ଥୀ ହେବେ ଉପକୃତ

ଗଜପତି : ରାଜ୍ୟ ସରକାର ଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ତିଦ୍ଦତିୟ ଶରଣାର୍ଥୀ ଙ୍କୁ କିଛି ମାସ ତଳେ ସାମିଲ କରିଥିବା ବେଳେ ଆଜି ପୁଣି ଦ୍ବିତୀୟ ପର୍ଯ୍ୟାୟ ରେ ପ୍ରଥମ କରି ଆର ଉଦୟଗିରି ବ୍ଳକ ର ମହେନ୍ଦ୍ରଗଡ ପଞ୍ଚାୟତ…

କେମିତି ତିଆରି ହୁଏ ନଦୀ, ମନ ଜିଣିଲା ଭିଡ଼ିଓ

ଭାରତୀୟ ବନ ସେବା (ଆଇଏଫଏସ) ଅଧକାରୀ ପରବିନ କାସୱାନ ବାରମ୍ୱାର ବନ୍ୟଜୀବଙ୍କ ବିଷୟରେ ହୃଦୟସ୍ପର୍ଶୀ ତଥ୍ୟ ସେୟାର କରିଥାନ୍ତି ।ନିକଟରେ ସେ ଏକ ଭିଡ଼ିଓ ସେୟାର କରିଛନ୍ତି ।ଭିଡ଼ିଓରେ ସେ ଦେଖାଇଛନ୍ତି କି ନଦୀ ଗୁଡ଼ିକ କେମିତି ତିଆରି ହୁଅନ୍ତି। ଭିଡ଼ିଓରେ…

ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ୍ୟୁ ଜଣେ ଗୁରୁତର

ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକ ମୃତ୍ୟୁ ଜଣେ ଗୁରୁତର । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ସିଙ୍ଗାଡି ନଦୀ ନିକଟରେ ଏକ ବାଲି ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଡାଲା ଓଲଟି ଯିବା ଫଳରେ ଟ୍ରାକ୍ଟର ଡାଲା ଉପରେ…

ଓଡ଼ିଶାର ଜଙ୍ଗଲ ଜମି, ବାଣ୍ଟୁଛି ଆନ୍ଧ୍ର, କୋରାପୁଟ ପ୍ରଶାସନର ଚିଠିକୁ ଅଣଦେଖା

କୋରାପୁଟ : ନନ୍ଦପୁର ବ୍ଲକ ସୀମାନ୍ତ ଗ୍ରାମ ଗୁଡ଼ିକରେ ଆନ୍ଧ୍ର ପ୍ରଶାସନ ତରଫରୁ ଓଡ଼ିଶା ଜଙ୍ଗଲ ଜମିକୁ ନିଜର କହି ରାଇ ପାହାଡ ଗ୍ରାମର ୧୫ ପରିବାରକୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିବା ଜଣାପଡ଼ିଛି। ଉକ୍ତ ଜଙ୍ଗଲ ଜମି ପଟ୍ଟାଧାରିଙ୍କୁ…

ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର ନବୀକରଣ କରାଯିବ,ଦାୟିତ୍ୱ ନେବେ ମିଶନ ଶକ୍ତିର ମା ଓ ଶିକ୍ଷିତ ଯୁବକ ଯୁବତୀ ଆମର ସାମାଜିକ ଓ ସାଂସ୍କୃତିକ ଜୀବନରେ ପୋଖରୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ…

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି…

ଶ୍ରାବଣ ମାସରେ ଲୋକନାଥ ମନ୍ଦିରରେ ଜଳ ଲାଗି ବ୍ୟବସ୍ଥା ନେଇ ବୈଠକ

ପୁରୀ : ଲୋକନାଥ ମନ୍ଦିର ରେ ଶ୍ରାବଣ ମାସରେ କାଉଡ଼ିଆ ମାନେ ଜଳ ଲାଗି ବ୍ୟବସ୍ଥା କୁ ଶୃଙ୍ଖଳିତ କରିବା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଥିଲା।ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଭବତାରଣ ସାହୁ…

ଜୀବ ବିଜ୍ଞାନ ସଂସ୍ଥାନ ପକ୍ଷରୁ ବ୍ରୀଡର ଧାନ ବିହନ ବଣ୍ଟନ

କେନ୍ଦ୍ର ସରକାରଙ୍କ ଜୈବ ପ୍ରଯୁକ୍ତି ବିଭାଗ ଅଧିନରେ ଥିବା ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ଵର ପକ୍ଷରୁ ଆଜି ବୋରିଗୁମ୍ମା ବ୍ଲକରେ ଚାଷୀମାନଙ୍କୁ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କଟକରୁ ବିକଶିତ ସିଆର୍ ଧାନ ୨୦୩ ( ସଚଳା) କିସମ ବ୍ରୀଦର୍ ଧାନ…

ଏସିଏଫ୍ ସୌମ୍ୟାରଞ୍ଜନଙ୍କ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ

ଶବ୍ଦ ଓଡିଶା ବ୍ୟୁରୋ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ବିଦ୍ୟାଭାରତୀ ପଣ୍ଡାଙ୍କର କୌଣସି ଖୋଜ ଖବର ପାଉନି ପୁଲିସ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନା ଏହି ସୂଚନା…

ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ, ନୃସିଂହ ସ୍ୱାଇଁ ବୌଦ୍ଧ ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଓଡ଼ିଶା ଫେରିବା ପରେ ତାଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଷଡ଼ଙ୍ଗୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସେହିପରି…