Sun. Nov 29th, 2026

Category: ଆଞ୍ଚଳିକ

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ଘଟଣାସ୍ଥଳରେ ପହଞ୍ଚିଲେ ରେଳମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଲେଣି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମନ୍ତ୍ରୀ । ଆଉ କିଛି ସମୟ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା: ୧୧ ଟ୍ରେନର ଗତିପଥ ବଦଳିଲା, ୧୧ ଟ୍ରେନ ବାତିଲ

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ୱରର ବାହାନଗା ଷ୍ଟେସନ ନିକଟରେ ଭୟାବହ ଟ୍ରେନ ଦୁର୍ଘଟଣା ଯୋଗୁ ୧୧ଟି ଟ୍ରେନର ଗତିପଥରେ ପରିବର୍ତ୍ତନ ହୋଇଥିବାବେଳେ ୧୧ଟି ଟ୍ରେନର ଯାତ୍ରାକୁ ରଦ୍ଦ କରାଯାଇଛି। ରେଳବାଇ ପକ୍ଷରୁ ଜାରି ସୂଚନା ଅନୁସାରେ, ୧୨୮୪୧ ଶାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍…

କରମଣ୍ଡଳ ଟ୍ରେନ୍ ଟ୍ରାଜେଡି, ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ବାହାନଗା ଟ୍ରେନ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି ସମୀକ୍ଷା କରିବେ । ଗତକାଲି ମୁଖ୍ୟମନ୍ତ୍ରୀ ଏହି ଦୁର୍ଘଟଣାକୁ ନେଇ କହିଥିଲେ ଯେ, ଆମ ପାଇଁ ଉଦ୍ଧାରକାର୍ଯ୍ୟ ସବୁଠୁ ବଡ ପ୍ରାଥମିକତା । ସେହିଭଳି ଏହି ଘଟଣାରେ ପାଖାପାଖି…

କରମଣ୍ଡଳ ଟ୍ରେନ ଦୁର୍ଘଟଣା, ଏବେ ପର୍ଯ୍ୟନ୍ତ ୨୩୩ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ବାହାନଗା ଟ୍ରେନ ଟ୍ରାଜେଡିରେ ଏବେ ପର୍ଯ୍ୟନ୍ତ ୨୩୩ ଜଣଙ୍କର ମୃତ୍ୟୁ ହେଲାଣି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢିପାରେ ବୋଲି କହିଛନ୍ତି ପ୍ରଦୀପ ଜେନା । ସକାଳୁ…

ଚିଲିକା ସାହିତ୍ୟ ସମାଜ ପାଳନ କଲା ମୁକ୍ତି ଦିବସ ସମାରୋହ

ବାଣପୁର ଠାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।୧୮୩୬ ମସିହା ଜୁନ୍ ପହିଲାରେ ପରାଧୀନ ବାଣପୁରକୁ ଫିରିଙ୍ଗି ଶାସନ ମୁକ୍ତ କରି ତିନିଦିନ ପାଇଁ ସ୍ଵାଧୀନତା ଘୋଷଣା କରି କଳାପାଣି ଦଣ୍ଡ ଭୋଗିଥିବା ବୀର ବିପ୍ଳବୀ, ଦୁର୍ଦ୍ଦଶ ପାଇକ ଶ୍ରେଷ୍ଠ ସହୀଦ…

ଜୁନ ୬ ପର୍ଯ୍ୟନ୍ତ ବଢିଲା ପଛୁଆ ବର୍ଗଙ୍କ ସର୍ଭେ ଅବଧି

ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ ତରଫରୁ ପଛୁଆବର୍ଗ ଲୋକଙ୍କ ନିମନ୍ତେ ସର୍ଭେ ଅବଧି ଚଳିତ ମାସ ଜୁନ ୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଜିଲ୍ଲାପାଳ ରାୟଗଡ଼ା ଶ୍ରୀମତୀ ସ୍ୱାଧାଦେବ ସିଂ ୩୦ ତାରିଖ ଦିନ ଭିଡିଓ କନଫରେନ୍ସ ମାଧ୍ୟମରେ…

୩ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ

ଶବ୍ଦ ଓଡିଶା ବ୍ୟୁରୋ: ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ୫ ତାରିଖ ପୂର୍ବରୁ କେରଳ ଛୁଇଁବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି । ଏବେ ମୌସୁମୀ ଦକ୍ଷିଣ ଆରବ ସାଗରର କିଛି…

ଭକ୍ତ ନିବାସକୁ ଆସୁଥିବା ଭକ୍ତଙ୍କୁ ସ୍ଵତନ୍ତ୍ର ଅନୁଭୂତି ପ୍ରଦାନ ପାଇଁ ପ୍ରୟାସ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଭକ୍ତ ନିବାସକୁ ଆସୁଥିବା ଅତିଥି/ଭକ୍ତଙ୍କୁ ଏକ ସ୍ଵତନ୍ତ୍ର ଅନୁଭୂତି ପ୍ରଦାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏଣିକି ଭକ୍ତ ନିବାସକୁ ରହିବା ପାଇଁ ଆସୁଥିବା ଭକ୍ତଙ୍କୁ ଫୁଲ ଚନ୍ଦନ ସହ ସ୍ବାଗତ…

ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ସମୀକ୍ଷା

ବାଣିଜ୍ୟ ଓ ପରିବହନ, ଦକ୍ଷତା ବିକାଶ ବିଭାଗର ପ୍ରମୁଖ ସଚିବ ତଥା ପୁରୀ ଜିଲ୍ଲା ଉନ୍ନୟନ କାର୍ଯ୍ୟ ତଦାରଖ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଶ୍ରୀମତୀ ଉଷା ପାଢ଼ୀ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ କାର୍ଯ୍ୟ ର…

ମିଳିତ ଅମଲା ମଞ୍ଚର ଶୋଭାଯାତ୍ରା ଓ ଧାରଣା, ସରକାରୀ କାର୍ଯ୍ୟ ଠପ

କୋରାପୁଟ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ୩୫ ବିଭାଗ ର ଅମଲା ମାନେ ସେମାନଙ୍କ ଏକମାତ୍ର ଦାବି କନିଷ୍ଠ ସହାୟକ ମାନଙ୍କ ପ୍ରବେଶିକା ଦରମା ହାର ୪୨୦୦/- ଗ୍ରେଡ ପେ ପ୍ରଦାନ କରିବା ନିମନ୍ତେ ଦିର୍ଘ ୬ ବର୍ଷ ଅତିକ୍ରମ ହୋଇ ଯାଇଥିଲେ…