ଡ଼ଙ୍ଗାମୁଣ୍ଡି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୁତଳ କେନାଲ ଯୋଜନା ଭର୍ଚୁଆଲ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ରାୟଗଡା: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ କଲ୍ୟାଣୀ ନଦୀ ଉପରେ ଡ଼ଙ୍ଗାମୁଣ୍ଡି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ କେନାଲ ଯୋଜନାକୁ ଭର୍ଚୁଆଲ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଓଡି଼ଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ [more…]