୨ ଲକ୍ଷ ରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଲା ସାମ୍ବାଦିକ ସ୍ୱାସ୍ଥ୍ୟବୀମା ରାଶି
ଶବ୍ଦ ଓଡିଶା ବ୍ୟୁରୋ: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମାରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ [more…]