Sun. Nov 29th, 2026

Category: ଆଞ୍ଚଳିକ

ଟ୍ରେନ ଟ୍ରାଜେଡି ହେବ ବୋଲି ଆଗରୁ ଜାଣିଥିଲେ ବାଗେଶ୍ୱର ବାବା!

ଓଡିଶାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ବାବା ବାଗେଶ୍ୱର ଧାମର ପଣ୍ଡିତ ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଏହି ଘଟଣାକୁ ମନକୁ ଦୁଃଖ ଦେଇଛି, ଯନ୍ତ୍ରଣା ଦେଇଛି। ଆମେ ପ୍ରଥମ ପ୍ରାର୍ଥନା କରିବୁ ଯେ…

୫ ତାରିଖ ପର୍ଯ୍ୟନ୍ତ ସବୁ ସାଂଗଠନିକ କାର୍ଯ୍ୟକ୍ରମକୁ ରଦ୍ଦ କଲା ବିଜେପି

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ବାହାନାଗାଠାରେ ଶୁକ୍ରବାର ସନ୍ଧ୍ୟାରେ ଭୟାବହ ଟ୍ରେନ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ବିଜେପି ନିଜର ସମସ୍ତ ସାଂଗଠନିକ କାର୍ଯ୍ୟକ୍ରମକୁ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ରଦ୍ଦ କରିଦେଇଛି ।ସୂଚନା ଅନୁସାରେ, ଗତକାଲି ଏହି ଟ୍ରେନ ଦୁର୍ଘଟଣାର ଖବର…

ଆଇସକ୍ରିମ୍ ଖାଇ ୬୦ରୁ ଅଧିକ ଅସୁସ୍ଥ

ଶବ୍ଦ ଓଡିଶା ବ୍ୟୁରୋ: ଆଇସକ୍ରିମ୍ ଖାଇ ୬୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଓ ଶିଶୁ ଥିବା ଜଣାପଡ଼ିଛି। ଗତକାଲି ସେମିଳିଗୁଡା ବ୍ଲକର…

ଟ୍ରାକରୁ ଉଠିଲା ୨୧ ବଗି, ଟ୍ରେନ୍ ଚଳାଚଳ ସ୍ୱାଭାବିକ କରିବାକୁ ଉଦ୍ୟମ

ଶବ୍ଦ ଓଡିଶା ବ୍ୟୁରୋ: ବାହାନଗାରେ ଦୁର୍ଘଟଣାଗ୍ରସ୍ତ ଟ୍ରାକରୁ ଉଠାଗଲା ୨୧ ବଗି । ଏବେବି ଟ୍ରାକ୍ ବଗି ହଟାଇବା କାମ ଚାଲିଛି । ଯୁଦ୍ଧକାଳୀନ ଭିତିରେ ଚାଲିଛି ବିଦ୍ୟୁତ ଖୁଣ୍ଟ ଓ ଲାଇନ୍ ମରାମତି କାମ । ରାତି ସାରା ମରାମତି…

ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । ଏମ୍ସ ଯାଇ ସମୀକ୍ଷା କରିବେ ମନସୁଖ ମାଣ୍ଡଭ୍ୟ

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । ଏମ୍ସ ଯାଇ ସମୀକ୍ଷା କରିବେ ମନସୁଖ ମାଣ୍ଡଭ୍ୟ । ଏମ୍ସରେ ଡାକ୍ତରଙ୍କ ସହ ବୈଠକ କରି ଚିକିତ୍ସା ବ୍ୟବସ୍ଥାର ଆବଶ୍ୟକତା ନେଇ କରିବେ ଆଲୋଚନା । ଏହାପରେ କଟକ ଓ…

ପବିତ୍ର ସ୍ନାନ ପୂର୍ଣ୍ଣିମା, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧା ମୂରତି । ଏଥିପାଇଁ ରତ୍ନବେଦୀରୁ ସ୍ନାନ ବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି । ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା,…

ଟ୍ରେନ ଦୁର୍ଘଟଣା ସ୍ଥିତି ସମୀକ୍ଷା ପାଇଁ ଓଡିଶା ପହଁଚୁଛନ୍ତି ପ୍ରଧାନମନ୍ତ୍ରୀ

ଗତକାଲି ବାଲେଶ୍ୱର ଜିଲ୍ଲା ବାହନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ଦୁଇଟି ସୁପର୍‌ ଫାଷ୍ଟ ଓ ଗୋଟିଏ ମାଲ୍‌ଗାଡ଼ି ମଧ୍ୟରେ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୯ ଶହରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ବୋଲି ମୁଖ୍ୟ…

ଆଦିବାସୀଙ୍କୁ ଶୋଷଣ କରୁଥିବା ଡାକ୍ତରଙ୍କୁ ଭେଟି ,ଚୋର ହାତରେ ଚାବି କାଠି ! କଡ ଲେଉଟାଇବ କି ଜମି ଆନ୍ଦୋଳନ ?

ରାୟଗଡା ( ଅଜିତେଶ ପଟ୍ଟନାୟକ ) : ରାୟଗଡ ଜିଲ୍ଲାରେ ଆଦିବାସୀଙ୍କୁ ଠକି ଆସୁଥିବା ଡାକ୍ତର ରାମମୋହନ ରାଓଙ୍କୁ ଓଡିଶା ସରକାରଙ୍କ କୋରାପୁଟ ଜିଲ୍ଲା ଭେଟି । ବର୍ଷ ବର୍ଷ ଧରି ପାମୋଲିନ ଚାଷ କରି ଆଦିବାସୀଙ୍କ ଜମିକୁ ନିଜ କବଜାରେ…

କରମଣ୍ଡଳ ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: କରମଣ୍ଡଳ ଟ୍ରେନ୍‌ ଦୁର୍ଘଟଣା ଘଟିଥିବା ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଏହାସହ ସେଠାରେ ଥିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ସେଠାରେ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା,ବିଜେପି ପାଳିବନି ୯ ବର୍ଷ ପୂର୍ତ୍ତି ଉତ୍ସବ

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ କରମଣ୍ଡଳ ଟ୍ରେନ୍‌ ଦୁର୍ଘଟଣା ଯୋଗୁ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ଏହା ସମଗ୍ର ଦେଶବାସୀଙ୍କୁ ସ୍ତମ୍ଭୀଭୂତ କରିଥିବା ବେଳେ ଦିନିକିଆ ଶୋକ ପାଳନ କରୁଛନ୍ତି ରାଜ୍ୟ ସରକାର। କେନ୍ଦ୍ରରେ ସରକାର…