Sun. Nov 29th, 2026

Category: Popular

ମାଡ଼ି ଆସୁଛି ‘ବିପର୍ଯ୍ୟୟ’

ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣି ଝଡ ‘ବିପର୍ଯ୍ୟୟ’ ଅତି ଭୀଷଣ ବାତ୍ୟାର ରୂପ ଧରି ତୀବ୍ର ଗତିରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି । ବାତ୍ୟାର ପ୍ରଭାବ ମଧ୍ୟ ଅନେକ ରାଜ୍ୟରେ ଦେଖିବାକୁ ମିଳିଲାଣି । ଗୁଜରାଟ, କେରଳ, କର୍ଣ୍ଣାଟକ…

୧୭ରୁ ୨୦ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ

ସମସ୍ତଙ୍କର ଅପେକ୍ଷା, କେବେ ଆସିବ ମୌସୁମୀ ବର୍ଷା । ତେବେ ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ଆକଳନ ଅନୁସାରେ ଜୁନ ୧୭ରୁ ୨୦ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ ବର୍ଷା ।ତାତିରୁ ତ୍ରାହି ତ୍ରାହି ଡାକିଲେଣି ଲୋକେ । ଆଉ ଏତିକି…

ହାଜର ହୁଅ ସୌରୀନ ଭଟ୍ଟ!

କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ବିରୋଧରେ ଯୌନ ଶୋଷଣ ମାମଲାରେ ପୀଡ଼ିତାଙ୍କ ଡାକ୍ତରୀ ମଇନା ସହ ସିଆରପିସିର ଧାରା ୧୬୪ ଆଧାରରେ ହେଲା ବୟାନ ରେକର୍ଡ । ଏନେଇ ଜୋନ ୨ ଏସିପି ଅମିତାଭ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ପ୍ରାଥମିକ ଅନୁସନ୍ଧାନରୁ…

ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ସରକାରୀ କର୍ମଚାରୀଙ୍କ ପାଇଁ ରଜ ଭେଟି । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮…

ହିଟୱେଭରୁ ରକ୍ଷା ପାଇବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁମନ୍ତ୍ର

ନିକଟରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ହିଟୱେଭ ରୁ ରକ୍ଷା ପାଇବା ପାଇଁ କିଛି ଗୁରୁମନ୍ତ୍ର ଦିଆଯାଇଛି l ଯାହାକୁ ପ୍ରତ୍ୟେକ ଭାରତୀୟ ମାନିବା ନିହାତି ଜରୁରୀ l * ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଏହି ସମୟରେ ମଦ…

ରଥଯାତ୍ରାକୁ ନେଇ ବସିବ ସମନ୍ୱୟ କମିଟି ବୈଠକ, ମୁଖ୍ୟମନ୍ତ୍ରୀ କରିବେ ଅଧ୍ୟକ୍ଷତା

ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ତେବେ ଏହାକୁ କିଭଳି ସୁରୁଖୁରରେ ଆୟୋଜନ କରିହେବ ସେଥିପାଇଁ ଆସନ୍ତା ୧୩ ତାରିଖରେ ତୃତୀୟ ରଥଯାତ୍ରା ସମନ୍ୱୟ କମିଟି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସରେ ଏହି ବୈଠକର ଅଧ୍ୟକ୍ଷତା…

ବାହାନଗା ରେଳ ଦୁର୍ଘଟଣା ପରେ ପୂଜା ହେଲା ପୁରୀ ରେଳଷ୍ଟେସନ

ବାହାନଗା ରେଳ ଦୁର୍ଘଟଣା ପରେ ପୁରୀ ରେଳଷ୍ଟେସନରେ ରେଳ ପୂଜା। ଶ୍ରୀଜଗନ୍ନାଥ ସେନା ପକ୍ଷରୁ କରାଯାଇଛି ରେଳ ପୂଜା। ପୁରୀ ରେଳଷ୍ଟେସନ ୭ ନଂ ପ୍ଲାଟ ଫର୍ମରେ ଥିବା ପୁରୀ-ଆନନ୍ଦ ଟର୍ମିନାଲ ନନ୍ଦନକାନନ ଏକ୍ସପ୍ରେସ ଟ୍ରେନକୁ ଶ୍ରୀଫଳ, ଫୁଲ, ଫଳ, ଧୂପ…

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ତିନିରଥର ପ୍ରଥମ ଭୂଇଁ ଉଭୟ ପାର୍ଶ୍ୱରେ କଇଁଚି ପଡିବା ସହ ତିନିରଥର ତାଗ ବାଡ଼ିଆ କାର୍ଯ୍ୟ ହୋଇଚି। ତିନିରଥ କଳଶ ରେ ଆଲମିନିୟମ ଚଦର ଫିଟିଙ୍ଗ ଏବଂ ତିନିରଥର ବ୍ରେକ ଚକରେ ଲୁହା…

ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ ନେଇ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ

ଆଗାମୀ ରଥଯାତ୍ରାରେ ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ନେଇ ମୁତୟନ ହେବେ ସମୁଦାୟ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ। ଏଥିପାଇଁ ଆଜି ରାପିଡ ଆକ୍ସନ‌ ଫୋର୍ସର ଏକ ପ୍ଲାଟୁନ ପୁରୀରେ ପହଁଚିଥିବା ବେଳେ ପୁରୀ ଏସ୍ପି ବଡ଼ଦାଣ୍ଡରେ ସେମାନଙ୍କୁ ଡ୍ୟୁଟି ସମ୍ପର୍କରେ…

ପରଲୋକରେ ଅଭିନେତା ତଥା ନିର୍ଦ୍ଦେଶକ ମଙ୍ଗଲ ଢିଲ୍ଲୋନ

ପ୍ରସିଦ୍ଧ ପଞ୍ଜାବୀ ଏବଂ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ମଙ୍ଗଲ ଢିଲ୍ଲୋନଙ୍କର ଆଜି ପରଲୋକ ହୋଇଛି । କର୍କଟ ରୋଗ ସହିତ ଦୀର୍ଘ ଦିନ ଲଢ଼ିବା ପରେ ଅଭିନେତା ସବୁଦିନ ପାଇଁ ଦୁନିଆରୁ ବିଦାୟ ନେଇଛନ୍ତି ।ମଙ୍ଗଲ ଢିଲ୍ଲୋନଙ୍କ ମୃତ୍ୟୁରେ…