୩ ଘଣ୍ଟା ଆଗରୁ ଆରମ୍ଭ ହେଲା ରଥଟଣା
ନିର୍ଦ୍ଧାରିତ ସମୟର ପ୍ରାୟ ୩ ଘଣ୍ଟା ଆଗରୁ ରଥଟଣା ଆରମ୍ଭ ହୋଇଛି। ପୂର୍ବରୁ ସ୍ଥିରୀକୃତ ହୋଇଥିଲା କି ଅପରାହ୍ନ ୪ଟା ସମୟରେ ରଥଟଣା ଆରମ୍ଭ ହେବ। କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ…
ଅଡ଼ୁଆରେ 5T ସଚିବ
5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅଡ଼ୁଆ ବଢିଲା। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟକୁ କେନ୍ଦ୍ର ଦେଲା ନିର୍ଦେଶ । ଗତ କିଛି ଦିନ ହେବ 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ରାଜ୍ୟ ଭ୍ରମଣ…
ଚାକିରିରୁ ବିଦା ହେଲେ କୁବେର ଉପଜିଲ୍ଲାପାଳ
ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ବନ୍ଦ ହେବ ‘ଦି କପିଲ ଶର୍ମା ଶୋ’?
ବନ୍ଦ ହୋଇଯିବ କି ଦି କପିଲ ଶର୍ମା ଶୋ? ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି କମେଡି ଶୋ’ ଖୁବ୍ଶୀଘ୍ର ବନ୍ଦ ହେବାକୁ ଯାଉଥିବା କୁହାଯାଉଛି। ଚଳିତ ବର୍ଷ ଏହି ଶୋ’ର ନୂତନ ସିଜନ୍ ଆସିଥିବାବେଳେ ଏହାର ଟିଆରପି ମଧ୍ୟ ଆଗରେ ରହିଛି।…
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ…
ଓଡ଼ିଶା ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ରାଜ୍ୟ ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ । ଏହି ସମୟ ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟ…