Sat. Oct 17th, 2026

Category: Trending

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଉତ୍କଳ ଗୋୖରବ ମଧୁସୂଦନ ଦାସଙ୍କ ୧୭୫ ତମ ଜୟନ୍ତୀ ତଥା ଓକିଲ ଦିବସ ଅବସରରେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ରାୟଗଡ଼ର ମାନ୍ୟବର ବିଧାୟକ ଶ୍ରୀ ମକରନ୍ଦ ମୁଦୁଲୀ, ରାୟଗଡ଼ା କୋର୍ଟ ପରିସରରେ ଥିବା…

ଶହିଦ ଜବାନଙ୍କ ଅନ୍ତ୍ୟେଷ୍ଟିକୁ ନେଇ ନକ୍ସଲଙ୍କ ଧମକ, ଆସିପାରିଲାନି ପାର୍ଥିବ ଶରୀର

ଛତିଶଗଡ଼ ଦାନ୍ତେୱାଡାରେ ବୁଧବାର ନକ୍ସଲ ଆଇଇଡି ବିସ୍ଫୋରଣ କରିଥିଲେ। ଫଳରେ ୧୦ ଜଣ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆରଜି) ଜବାନ ଓ ଜଣେ ଘରୋଇ ବାହନ ଚାଳକ ପ୍ରାଣ ହରାଇଥିଲେ। ଶହିଦ ଜବାନମାନଙ୍କ ଅନ୍ତିମ ସଂସ୍କାରକୁ ନେଇ ଗୁରୁବାର ନକ୍ସଲ ଧମକ…

ଖରାଛୁଟିରେ ପିଲାଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟାବଲେଟ

ଏଣିକି ଖରାଛୁଟିରେ ପିଲାଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟାବଲେଟ । ଘରକୁ ଘର ବୁଲି ଟାବଲେଟ ବାଣ୍ଟିବେ ଶିକ୍ଷକ। ୧୯ ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଘର ବୁଲି ଟାବଲେଟ ବଣ୍ଟାଯିବ। ଶିକ୍ଷକମାନଙ୍କୁ ଟାବଲେଟ ବାଣ୍ଟିବାକୁ ଚିଠି ଜରିଆରେ ଦିଆଯାଇଛି…

ଚାଲିଛି ରଥ ନିର୍ମାଣ କାର୍ଯ୍ୟ; କେମିତି ହୁଏ ଏହି ପ୍ରକ୍ରିୟା?

ଅକ୍ଷୟ ତୃତୀୟାରେ ଅନୁକୂଳ ପରେ ଶ୍ରୀନହର ସମୁଖ ରଥ ଖଳାରେ ଆରମ୍ଭ ହୋଇ ସାରିଛି ରଥ ନିର୍ମାଣ କାର୍ଯ୍ୟ। ପ୍ରଥମେ ରଥର ଚକ କାର୍ଯ୍ଯ ଆରମ୍ଭ ହେଇଛି। ପ୍ରଥମ ପର୍ଯ୍ୟାୟରେ ଚକ ପ୍ରସ୍ତୁତି ନିମନ୍ତେ ତୁମ୍ବ ନିର୍ମାଣ ଚାଲିଛି। ଏହି କାର୍ଯ୍ୟ…

ପୁରୀ ଧର୍ମଶାଳାରେ ନିଆଁ

ପୁରୀରେ ଅଗ୍ନିକାଣ୍ଡ। ବାଗେଡିଆ ଧର୍ମଶାଳାରେ ଲାଗିଲା ନିଆଁ। ଧର୍ମଶାଳାର ରୋଷେଇ ଘରେ ଥିବା ଦୁଇଟି ଗ୍ୟାସ୍ ସିଲିଣ୍ଡରରେ ଲାଗିଥିଲା ନିଆଁ। ସେଠାରେ ରହଣି ପାଇଁ ଆସିଥିବା ଭକ୍ତମାନେ ରୋଷେଇ କରୁଥିବା ସମୟରେ ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗିଥିଲା। ନିଆଁ ଭୟରେ ପର୍ଯ୍ୟଟକମାନେ…

କୋହଲିଙ୍କ ନୂଆ ରେକର୍ଡ

ବିରାଟ କୋହଲି ଆଉ ଏକ ମାଇଲଖୁଣ୍ଟ ଛୁଇଁଛନ୍ତି। ସେ ଆର୍ସିବିର ପ୍ରଥମ ଏବଂ ମୋଟ ଉପରେ ତୃତୀୟ ଫିଲ୍ଡର ଭାବେ ଆଇପିଏଲରେ ୧୦୦ କ୍ୟାଚ୍ ନେବାର ଗୌରବ ପାଇଛନ୍ତି। ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ସେ ଏହି…

ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଟପିଛି I ମୋଟ ୬୬୧୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥରୁ ୫୦୨ଟି ପଜିଟିଭ ଆସିଛି। ପରୀକ୍ଷଣ ପଜିଟିଭିଟି ହାର ୭ .୫ % କୁ ବୃଦ୍ଧି ପାଇଥିବାବେଳେ ଓଡିଶାରେ…

କେମିତି ଖେଳାଯାଏ ଚାପ ଖେଳ; କ’ଣ ରହିଛି ପୌରାଣିକ ମତ ?

ଭଗବାନଙ୍କ ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ । ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ । ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି…

ଚନ୍ଦନଯାତ୍ରାରେ ଭଗବାନଙ୍କ ବିଭିନ୍ନ ବେଶ

ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।ନୃସିଂହ ଜନ୍ମତିଥିରେ ମଦନମୋହନ କୌଣସି ପ୍ରକାର ବେଶ ହୁଅନ୍ତି ନାହିଁ…

କ’ଣ ରହିଛି ଚନ୍ଦନଯାତ୍ରାର ମହତ୍ତ୍ଵ?

ଚନ୍ଦନଯାତ୍ରା ହେଉଛି ଶ୍ରୀମନ୍ଦିରରେ ସବୁଠାରୁ ଅଧିକ ଦିନ ଧରି ପାଳିତ ହେଉଥିବା ପର୍ବ। ପ୍ରଭୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରୁ ମୁକ୍ତି ପାଇବା ପାଇଁ ଏହି ଯାତ୍ରା କରିଥାନ୍ତି, ଯାହା ମୋଟ ୪୨ ଦିନ ଧରି ପାଳିତ ହୋଇଥାଏ। ଏହା ଦୁଇଟି…