ଚନ୍ଦାହାଣ୍ଡି ବ୍ଲକର ପ୍ରଥମ ଫିଜିଓଥେରାପିଷ୍ଟ ସୁଶାନ୍ତ ଦଣ୍ଡସେନାଙ୍କୁ ଚାରିଆଡୁ ଶୁଭେଚ୍ଛା
ନବରଙ୍ଗପୁର- ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ ଡାକ୍ତର ସୁଶାନ୍ତ କୁମାର ଦଣ୍ଡସେନାଙ୍କୁ ଚାରୁଆଡୁ ଶ୍ରଦ୍ଧା ଓ ଶୁଭେଚ୍ଛା ଛୁଟିଛି । ସମଗ୍ର ଅଞ୍ଚଳର ପ୍ରଥମ ଫିଜିଓ ଥେରାଫିଷ୍ଟ ହୋଇଥିବାରୁ ଚନ୍ଦାହାଣ୍ଡି ଅଞ୍ଚଳରେ ଜନତା ଭାରି ଖୁସି । ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି…