Thu. Oct 15th, 2026

Category: Trending

ମହାକାଶରେ ଚନ୍ଦ୍ରୟାନ ୩, ଚନ୍ଦ୍ର ମିଶନ କୁ ନେଇ ଉତ୍ସାହିତ ଭାରତ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରଯାନ-୩କୁ ଶୁକ୍ରବାର (୧୪ ଜୁଲାଇରେ) ଉତ୍‌କ୍ଷେପଣ କରିଛି। ଦ୍ବିପ୍ରହର ୨.୩୫ ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରିହରିକୋଟା ସ୍ଥିତ ସତିଶ ଧଓ୍ବନ ମହାକାଶ କେନ୍ଦ୍ରରୁ ଏହି ଉତ୍‌କ୍ଷେପଣ କରାଯାଇଥିଲା।ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚନ୍ଦ୍ରଯାନ ମିଶନକୁ…

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି…

ତୃତୀୟ ମୁନ୍ ମିଶନ୍ କାଉଣ୍ଟଡ଼ାଉନ, ଓଡ଼ିଶାର ଗୁରୁତ୍ୱପୁର୍ଣ୍ଣ ଭୂମିକା

ଭୁବନେଶ୍ୱର: ଆସନ୍ତାକାଲି ଭାରତର ମିଶନ ମୁନ୍ । ଲଞ୍ଚ ହେବ ଚନ୍ଦ୍ରୟାନ-୩ । ତେବେ ଏହି ଚନ୍ଦ୍ରୟାନ-୩ ପାଇଁ ଓଡ଼ିଶାରୁ ଯାଇଛି ୭୫ ହଜାର ଯନ୍ତ୍ରାଂଶ । ଏଥିରେ ଭୁବନେଶ୍ବର ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ୍ ଟ୍ରେନିଂ ସେଣ୍ଟର-ସିଟିଟିସିର ରହିଛି ଗୁରୁତ୍ବପୂର୍ଣ୍ଣ…

ବିଜେପି ଦେଖାଇଲା ସରକାରଙ୍କ ୨୩ବର୍ଷ ଶାସନରେ ବିଫଳତାର ଗୋଲାପୀ ଚିତ୍ର

ରାଜ୍ୟ ସରକାର ତଥ୍ୟର ମାପକାଠି ନ କରି ୨୩ ବର୍ଷ ଶାସନର ବିଫଳତାର ଗୋଲାପୀ ଚିତ୍ର ଦେଖାଉଛନ୍ତି । ତଥ୍ୟ, ପରିସଂଖ୍ୟାନ ଏବଂ ବିଫଳ ଯୋଜନାକୁ ସଂଶୋଧିତ କରିବାର ନୂଆ ଭର୍ସନ ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ନବୀନ…

ନେପାଳରେ ହେଲିକପ୍ଟର କ୍ରାଶ୍

ନେପାଳରେ ପୁଣି ହେଲିକପ୍ଟର କ୍ରାଶ୍। ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍‌ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା…

ବଢିଲା ଶ୍ରୀକାନ୍ତ ସାହୁଙ୍କ ଅଡ଼ୁଆ; ଥାନାରେ ଏତଲା ଦେଲେ ସଂଯୁକ୍ତା ମହଲା

ବିଜେଡିର ପୋଲସରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଭୁବନେଶ୍ୱର ମହିଳା ଥାନାରେ ଏତଲା ଦେଇଛନ୍ତି ତାଙ୍କରି ଦଳର ନେତ୍ରୀ ସଂଯୁକ୍ତା ମହଲା। ତା’ସହିତ ସେ ପୁଲିସ କମିଶନରଙ୍କୁ ଭେଟି ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି।ସେ…

ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର, ଖର୍ଚ୍ଚ ହେବ ୧୮ କୋଟି

ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା । ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ । ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ…

କେମିତି ତିଆରି ହୁଏ ନଦୀ, ମନ ଜିଣିଲା ଭିଡ଼ିଓ

ଭାରତୀୟ ବନ ସେବା (ଆଇଏଫଏସ) ଅଧକାରୀ ପରବିନ କାସୱାନ ବାରମ୍ୱାର ବନ୍ୟଜୀବଙ୍କ ବିଷୟରେ ହୃଦୟସ୍ପର୍ଶୀ ତଥ୍ୟ ସେୟାର କରିଥାନ୍ତି ।ନିକଟରେ ସେ ଏକ ଭିଡ଼ିଓ ସେୟାର କରିଛନ୍ତି ।ଭିଡ଼ିଓରେ ସେ ଦେଖାଇଛନ୍ତି କି ନଦୀ ଗୁଡ଼ିକ କେମିତି ତିଆରି ହୁଅନ୍ତି। ଭିଡ଼ିଓରେ…

ଦଶରଥଙ୍କ ପାଦ ଧୋଇଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶର ସିଦ୍ଧିରେ ଘଟିଥିବା ପରିଶ୍ରା କାଣ୍ଡ ପୁରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ଏହି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ପ୍ରବେଶ ଶୁକ୍ଳାଙ୍କୁ ପୋଲିସ ଗିରଫ କରିବା ସହ ତାଙ୍କର ଘରରେ ବୁଲଡୋଜର ମଡ଼ାଇ ଦେଇଛି। ଏହାରି ମଧ୍ୟରେ ଗୁରୁବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…

ଶ୍ରାବଣ ମାସରେ ଲୋକନାଥ ମନ୍ଦିରରେ ଜଳ ଲାଗି ବ୍ୟବସ୍ଥା ନେଇ ବୈଠକ

ପୁରୀ : ଲୋକନାଥ ମନ୍ଦିର ରେ ଶ୍ରାବଣ ମାସରେ କାଉଡ଼ିଆ ମାନେ ଜଳ ଲାଗି ବ୍ୟବସ୍ଥା କୁ ଶୃଙ୍ଖଳିତ କରିବା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଥିଲା।ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଭବତାରଣ ସାହୁ…