Thu. Oct 15th, 2026

Category: ସହର

ବର୍ଣ୍ଣବୋଧ ପାଠଶାଳାର ପିଲା ମାନଙ୍କୁ ନେଇ ଗୁରୁ ଦିବସ ପାଳିତ

ଆଜି ଯଶୋଦା ମା ଫାଉଣ୍ଡେସନ ତରଫରୁ ସୀତାନାଥ ନଗରରେ ୫ ଟି ବର୍ଣ୍ଣବୋଧ ପାଠଶାଳାର ପିଲା ମାନଙ୍କୁ ନେଇ ଗୁରୁ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଲେଖିକା, ଗାଳ୍ପିକା,କବୟିତ୍ରୀ ତଥା ସମାଜସେବୀ ଶ୍ରୀମତୀ ବନ୍ଦନା ପଣ୍ଡା…

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ

ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର…

ପାଇକ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ବାର୍ଷିକ ଉତ୍ସବ ପାଳିତ

ବରମୁଣ୍ଡା ପାଇକ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ବାର୍ଷିକ ଉତ୍ସବ ଏପ୍ରିଲ ୨୭ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ବିଜୁ ପଟ୍ଟନାୟକ ଖେଳ ପଡ଼ିଆ ଠାରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଏହି ଅବସରରେ ଉପସ୍ଥିତ…

ପ୍ରତିଶ୍ରୁତି ପତ୍ରିକାର ରାଜ୍ୟ ସ୍ତରୀୟ ସାରସ୍ଵତ ସମାରୋହ, ସମ୍ମାନିତ ହେଲେ କୁନି ପ୍ରତିଭା ଲାଶ୍ୟା

ଭୁବନେଶ୍ୱର : ପ୍ରତିଶ୍ରୁତି ପତ୍ରିକା ପରିବାର ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ସ୍ଥାନୀୟ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନ ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ପତ୍ରିକାର ଷଷ୍ଠ ସଂସ୍କରଣ ( ଲୋକକଳା ବିଶେଷାଙ୍କ ) ଉନ୍ମୋଚନ, ଆଲୋଚନାଚକ୍ର, ପ୍ରତିଭା ସମ୍ନାନ…

“ଉତ୍କଳୀୟ”ରେ ଓଡ଼ିଶା ସଂସ୍କୃତି -ପରମ୍ପରାର ଝଲକ

ଜୟଦେବ ଭବନରେ ପାନାସିଆ ଚାରିଟେବୁଲ ଟ୍ରଷ୍ଟର ଚତୁର୍ଦଶତମ ପ୍ରତିଷ୍ଠା ଦିବସ ସମାରୋହ ଏକ ଆଡମ୍ବରପୂର୍ଣ୍ଣ ଉତ୍ସବମୁଖର ପରିବେଶରେ ଶନିବାର ପାଳିତ ହୋଇଯାଇଛି । ଓଡିଶାର ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ଓ ଚାଲିଚଳଣିକୁ ନେଇ ଏହି କାର୍ଯ୍ୟକ୍ରମଟି ସମ୍ପୂର୍ଣରୂପେ ପର୍ଯ୍ୟବେଷିତ ଥିଲା…

ଶହିଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଶ୍ରାଦ୍ଧ ଦିବସ ପାଳିତ

ରାୟଗଡ଼ ଜିଲ୍ଲା ସ୍ତରୀୟ ଶହିଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ରାୟଗଡ଼ କୋରାପୁଟ ଜାତୀୟ ରାଜ ମାର୍ଗ ଶାସ୍ତ୍ରୀନଗର ଠାରେ ଅବସ୍ଥାପିତ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ରାୟଗଡ…

ସୁବର୍ଣ୍ଣପୁରରୁ ୫୨୦ କେଜି ଗଞ୍ଜେଇ ଜବତ,୧୩ ଗିରଫ

ଭିନ୍ନ ଢଙ୍ଗରେ ଗଞ୍ଜେଇ ଚାଲାଣକାରୀକୁ କାବୁ କଲା ପୋଲିସ । ସୁବର୍ଣ୍ଣପୁର- ବୁର୍ଡା ରାସ୍ତାର ଅର୍ଜୁନପୁର ଠାରେ ପୋଲିସ ଚେକିଙ୍ଗ କରୁଥିବା ସମୟରେ ହାର୍ଭେଷ୍ଟର ବୋଝେଇ ଏକ ଇଚର ଟ୍ରାକ୍ଟରକୁ ଅଟକାଇଥିଲା ପୋଲିସ । ଟ୍ରାକ୍ଟରରେ ହାର୍ଭେଷ୍ଟର ସହିତ କିଛି ବସ୍ତା…

ରାୟଗଡ଼ାରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ସାଧାରଣ ନିର୍ବାଚନ ୨୦୨୪ର ପ୍ରସ୍ତୁତି ନେଇ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ଼ଃ ତିରୁମାଲା ନାୟକ ରାୟଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି l ଶନିବାର ରାୟଗଡ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ,ଆରୋକ୍ଷୀ ଅଧିକ୍ଷକ ହରିଶ…

ଜଳବାୟୁ ପରିବର୍ତ୍ତନରେ ପ୍ରଭାବିତ ହେଉଛି ଗୋଲ ମରିଚ ଚାଷ, ଚାଷୀ ମୁଣ୍ଡରେ ଚଡକ

କୋରାପୁଟ,(ଦିଲିପ ମହାନ୍ତି ) : ଜଳବାୟୁ ପରିବର୍ତ୍ତନ ପାଇଁ କୋରାପୁଟ ଅଂଚଳରେ ଗୋଲମରିଚ ଉତ୍ପାଦନ ଉପରେ କଳାବାଦଲ ଘେରିଯାଇଛି । ଠିକ୍‌ ସମୟରେ ଫୁଲ ଧରିଥିଲେ ବି ଫଳ ଦେଲାନି। ଆଉ ସବୁଠୁ ବଡ କଥା ହେଲା ଅମଳ ସମୟର ଦୁଇ…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ପୋଲିସ ଅଧୁକାରୀଙ୍କ ଦ୍ଵାରା କୋରାପୁଟରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଓ ରାଜ୍ୟ ପୋଲିସ ନୋଡ଼ାଲ ଅଧୂକାରୀ ସଂଜୟ କୁମାର ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତ କରି ସାଧାରଣ ନିର୍ବାଚନ-୨୦୨୪ର ପ୍ରସ୍ତୁତି ସମୀକ୍ଷା କରିଛନ୍ତି । କୋରାପୁଟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିବା ଏହି…