Wed. Oct 14th, 2026

Month: October 2020

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ତିର୍ତ୍ତୋଲରେ ପ୍ରଚାରବେଳେ ମାଆ ଶାରଳା ପୀଠରେ ପହଞ୍ଚିଥିବାବେଳେ ଏନେଇ ପଚରାଯିବାରୁ ସେ ମନ୍ଦିର ଖୋଲିବା ସପକ୍ଷରେ ମତ ଦେଇଛନ୍ତି। ଶ୍ରୀମନ୍ଦିର ସହ ସମଲେଶ୍ୱରୀ, ଶାରଳା ଆଦି ମନ୍ଦିର…

ଜହ୍ନରେ ମିଳିଲା ପାଣିର ସନ୍ଧାନ

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ମିଳିଛି ପାଣିର ସନ୍ଧାନ । ଆମେରିକୀୟ ମହାକାଶ ଗବେଷଣା ସଂସ୍ଥାର ମୁନ୍ ମିଶନରେ ବୈଜ୍ଞାନିକମାନେ ଚନ୍ଦ୍ରରେ ପର୍ଯ୍ୟାପ୍ତ ପାଣି ଥିବା ଦାବି କରିଛନ୍ତି । ଫ୍ଲାଇଙ୍ଗ ଟେଲିସ୍କୋପ ଜରିଆରେ ଚନ୍ଦ୍ରପୃଷ୍ଠର ବିଭିନ୍ନ ଅଂଶକୁ ସମୀକ୍ଷା କରିବା ପରେ…

ରାଗରେ ବ୍ୟାଟ୍‌ ଫୋପାଡ଼ି ଦେଲେ ଗେଲ୍‌ !

ଚଳିତ ଆଇପିଏଲ୍‌ର ୫୦ ତମ ମ୍ୟାଚ୍‌ରେ ଆଜି କିଙ୍ଗ୍ସ ଏକାଦଶ ପଞ୍ଜାବ ଏବଂ ରାଜସ୍ଥାନ ରୟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ଟସ୍‌ ଜିତି ରାଜସ୍ଥାନ ଅଧିନାୟକ ଷ୍ଟିଭ ସ୍ମିଥ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତେଣୁ କେଏଲ ରାହୁଲଙ୍କ ପଞ୍ଜାବ…

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ହଳଦୀ

ଆଜିକାଲି ପ୍ରାୟ ଲୋକ ମଧୁମେହ ରୋଗରେ ଆକ୍ରାନ୍ତ। ମଧୁମେହ ପାଇଁ ରକ୍ତରେ ସୁଗାର ସ୍ତର ଅନିୟନ୍ତ୍ରିତ ହୋଇଯାଏ, ଯାହାକୁ ନିୟନ୍ତ୍ରଣ କରିବା ନିହାତି ଆବଶ୍ୟକ | ତେବେ ଏହାର ସମାଧାନ ରହିଛି ଆପଣଙ୍କ ରୋଷେଇ ଘରେ। ଆଜି ଜାଣିବା ଆମେ ପ୍ରତିଦିନ…

ତୈଳାକ୍ତ ତ୍ୱଚା ଏବଂ ମୁଖ କୁଞ୍ଚନରୁ ଦୂରେଇ ରଖିବ ଧନିଆପତ୍ର !

ପ୍ରତିଦିନର ଖାଦ୍ୟରେ ବ୍ୟବହାର ହେଉଥିବା ଧନିଆ ପତ୍ରର ସ୍ୱାସ୍ଥ୍ୟ ପ୍ରତି ଖୁବ୍ ହିତକାରକ । ଏଥିରେ ଥିବା ଆଣ୍ଟି-ଅକ୍ସିଡେଣ୍ଟସ୍ ,ବିଟା କେରୋଟିନ୍ , ଭିଟାମିନ୍ ସି ଏବଂ ଫୋଲେଟତ୍ତ୍ୱଚର ପାଇଁ ରାମବାଣ ପରି କାମ କରିଥାଏ । ଧନିଆ ପତ୍ରରେ ଆଣ୍ଟି-ଫଙ୍ଗଲ୍…

ମହିଳା ରେଳଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସୁରକ୍ଷା ଯୋଜନା

ଟ୍ରେନ ଯାତ୍ରା ବେଳେ ମିଳିବ ମହିଳା ଯାତ୍ରୀଙ୍କୁ ସୁରକ୍ଷା । ମହିଳା ଯାତ୍ରୀଙ୍କୁ ସୁରକ୍ଷା ଦେବାକୁ ଦେଶର ସମସ୍ତ ଜୋନରେ ରେଳବାଇ ପକ୍ଷରୁ ‘ମେରି ସହେଲି’ ନାମକ ଏକ ପଦକ୍ଷେପର ଶୁଭାରମ୍ଭ କରାଯାଇଛି । ମହିଳା ଯାତ୍ରୀ ମାନେ କିଭଳି ସୁରକ୍ଷିତ…

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ, କରୋନା କଟକଣା ଭିତରେ ଶିମିଳିପାଳ ଅଭୟାରଣ୍ୟ ଖୋଲିବ, ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି, ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ଅନୁମତି ପାଇଁ ନିଷ୍ପତ୍ତି, ଗୁଡ଼ୁଗୁଡ଼ିଆ,…

ମରାମତି ହେବ ପୁରୀ ଶ୍ରୀମନ୍ଦିର ବାଇଶି ପାହାଚ

ପୁରୀ: ପୁରୀ ଶ୍ରୀମନ୍ଦିର ବାଇଶି ପାହାଚର ମରାମତି ହେବ। ବର୍ଷ ବର୍ଷର ଏହି ଐତିହାସିକ ପାହାଚର ମରାମତି କରାଯିବ। ଏଥିଲାଗି ପ୍ରତ୍ନତତ୍ତ୍ୱ ବିଭାଗ ଟିମ୍ ବାଇଶି ପାହାଚ ଅନୁଧ୍ୟାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ଦୁର୍ବଳ ପଥର ପରିବର୍ତ୍ତନ କରାଯିବ ବୋଲି ସୂଚନା…

ବେଦାନ୍ତ ଫାଟକ ସମ୍ମୁଖରେ ଉତ୍ତେଜନା

ଝାରସୁଗୁଡ଼ା: ବେଦାନ୍ତ କଂପାନି ମୁଖ୍ୟ ଫାଟକ ଆଗରେ ଉତ୍ତେଜନା ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ ବିଭିନ୍ନ ଦାବି ନେଇ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ବେଦାନ୍ତ ଆସ୍‌ପଣ୍ଡ ବା ପାଉଁସ ପୋଖରୀ ଦ୍ୱାରା କଟିକେଲା ଗାଁର କ୍ଷତିଗ୍ରସ୍ତ ପରିବାର ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ…